ନିରବଙ୍କ ଜାମିନ ଆବେଦନ ପୁଣି ଖାରଜ

ଲଣ୍ଡନ: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ମହାଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ନିରବ ମୋଦୀଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଯାଇଛି। ଫଳରେ ଆସନ୍ତା ଅଗଷ୍ଟ ୨୨ ତାରିଖ ପର୍ଯ୍ୟନ୍ତ ସେ ଜେଲ୍‌ରେ ରହିବେ। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଅଗଷ୍ଟ ୨୨ ତାରିଖରେ କରିବାକୁ ସ୍ଥିର କରାଯାଇଛି।

ସମ୍ବନ୍ଧିତ ଖବର