ପିଆଜ ମହଜୁଦକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ

Advertisment
ରାଇସୁଙ୍ଗୁଡ଼ା :  ଦୋକାନ ତାଲା ଭାଙ୍ଗି ପିଆଜ ଚୋରି

The Hindu Business Line

ନୂଆଦିଲ୍ଲୀ : ପିଆଜ ମହଜୁଦକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କେନ୍ଦ୍ର ସରକାର ଚେତାବନୀ ଦେଇଛନ୍ତି। ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ପିଆଜ ଯୋଗାଣରେ ସମସ୍ୟା ଦେଖାଦେଇଛି। ଏହି ପରିସ୍ଥିତିର ଫାଇଦା ଉଠାଇ ଯଦି କେହି ପିଆଜ ମହଜୁଦ ରଖିବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାର କହିଛନ୍ତି।ଖାଉଟି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ଉଚ୍ଚ ସ୍ତରୀୟ ବୈଠକରେ ପିଆଜ ସ୍ଥିତିର ସମୀକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe