ପ୍ରଦୀପ ସିଂ ଖାରୋଲା ଏୟାର ଇଣ୍ଡିଆର ନୂଆ ସିଏମଡି

ନୂଆଦିଲ୍ଲୀ: କର୍ଣ୍ଣାଟକ କ୍ୟାଡର ଆଇଏଏସ୍‌ ଅଫିସର ପ୍ରଦୀପ ସିଂ ଖାରୋଲା ରାଷ୍ଟ୍ରାୟତ ବିମାନସେବା କମ୍ପାନି ଏୟାର ଇଣ୍ଡିଆର ନୂଆ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ନିଯୁକ୍ତ ହୋଇଛନ୍ତି । ରାଜୀବ ବନସଲଙ୍କ ସ୍ଥାନରେ ତାଙ୍କୁ ନିଯୁକ୍ତ କରାଯାଇଛି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଥିବା ରାଜୀବ ବନସଲ ଏବେ ଏୟାର ଇଣ୍ଡିଆର ସିଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱରେ ରହିଛନ୍ତି । ଶ୍ରୀ ଖୋସଲା ଏବେ ବାଙ୍ଗାଲୋର ମେଟ୍ରୋ ରେଳ କର୍ପୋରେସନର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

ସମ୍ବନ୍ଧିତ ଖବର