ରିଜର୍ଭ ବ୍ୟାଙ୍କକୁ ଅନ୍ତରୀଣ ଲାଭାଂଶ ମାଗିବେ ସରକାର

Advertisment
ରିଜର୍ଭ ବ୍ୟାଙ୍କ ଚଳାଇଛି ଯୋଜନା: ସହଜରେ ନୋଟ୍ ଚିହ୍ନିବେ ଦୃଷ୍ଟିହୀନ

ନୂଆଦିଲ୍ଲୀ: ଅନ୍ତରୀଣ ଲାଭାଂଶ ପ୍ରଦାନ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କକୁ କୁହାଯିବ ବୋଲି ଅର୍ଥନୈତିକ ବ୍ୟାପାର ସଚିବ ସୁଭାଷ ଗର୍ଗ କହିଛନ୍ତି। ଗତବର୍ଷ ରିଜର୍ଭ ବ୍ୟାଙ୍କ ୧୦ ହଜାର କୋଟି ଟଙ୍କାର ଅନ୍ତରୀଣ ଲାଭାଂଶ ଦେଇଥିଲା। ରିଜର୍ଭ ବ୍ୟାଙ୍କର ଅର୍ଥନୈତିକ ପୁଞ୍ଜି ରୂପରେଖ ପାଇଁ ଯେଉଁ କମିଟି ଗଠନ କରାଯାଉଛି ତାହା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଗଲାଣି ବୋଲି ସେ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe