ରିଜର୍ଭ ବ୍ୟାଙ୍କ ବୋର୍ଡ ବୈଠକ ୯ରେ

0

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ବୋର୍ଡ ବୈଠକ ଆସନ୍ତା ୯ ତାରିଖରେ ଅନୁଷ୍ଠିତ ହେବ। ପରମ୍ପରା କ୍ରମେ ଏହି ବୈଠକରେ ଅର୍ଥମନ୍ତ୍ରୀ ପୀୟୂଷ ଗୋୟଲ ଯୋଗଦେଇ ବଜେଟ୍ ଉପରେ ଉ‌ଦବୋଧନ ଦେବ‌େ। ବଜେଟରେ ନିଆଯାଇଥିବା ପ୍ରମୁଖ ଯୋଜନା ସମ୍ପର୍କରେ ବୋର୍ଡକୁ ଅବଗତ କରାଇବେ। ମୁଦ୍ରାନୀତି କମିଟି ଆସନ୍ତା ୭ ତାରିଖରେ ମୁଦ୍ରାନୀତି ସମୀକ୍ଷା ରିପୋର୍ଟ ପ୍ରକାଶ କରିବ। ଏହାର ଦିନକ ପରେ ରିଜର୍ଭ ବ୍ୟାଙ୍କର ବୋର୍ଡ ବୈଠକ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Leave A Reply

Your email address will not be published.