ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟତା ପାଇଁ ଭାରତକୁ ରୁଷ୍‌ର ସମର୍ଥନ

Advertisment
ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟତା ପାଇଁ ଭାରତକୁ ରୁଷ୍‌ର ସମର୍ଥନ

India Today

ନ୍ୟୁୟର୍କ: ରୁଷିଆର ବିଦେଶ ମନ୍ତ୍ରୀ ସର୍ଗେ ଲଭରୋଭ ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ସପକ୍ଷରେ ମତ ଦେଇଛନ୍ତି। ଜାତିସଂଘ ସାଧାରଣ ପରିଷଦର ୭୭ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ଲଭରୋଭ କହିଛନ୍ତି ଯେ ସୁରକ୍ଷା ପରିଷଦକୁ ଅଧିକ ଗଣତାନ୍ତ୍ରିକ କରିବା ପାଇଁ ହେଲେ ଆଫ୍ରିକା, ଏସିଆ ଓ ଲାଟିନ ଆମେରିକାରୁ ଅଧିକ ପ୍ରତିନିଧିତ୍ବ ଆବଶ୍ୟକ। ବିଶେଷତଃ ଭାରତ ଓ ବ୍ରାଜିଲ ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅନ୍ତର୍ଜାତୀୟ ସହଯୋଗୀ, ଯେଉଁମାନଙ୍କୁ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟତା ମିଳିବା ଉଚିତ ବୋଲି ସେ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe