ସେନ୍‌ସେକ୍ସ ୯୩୦ ପଏଣ୍ଟ ଖସିଲ‌ା‌: ବିଶ୍ବବ୍ୟାପୀ ଷ୍ଟକ୍ ବଜାର ଧରାଶାୟୀ

Advertisment

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ବର ବିଭିନ୍ନ ଦେଶ ଉପରେ ପାଲଟା ଟିକସ ଲଗାଇବା ପରେ ସମଗ୍ର ବିଶ୍ବର ଷ୍ଟକ୍ ବଜାର ଅସ୍ଥିର ହୋଇପଡ଼ିଛି। ସବୁଠୁ ଅଧିକ ଅସ୍ଥିର ହୋଇଛି ଆମେରିକାର ଷ୍ଟକ୍ ବଜାର। ଆମେରିକାର ଡାଓ ଜୋନ୍‌ସ ୧୦୦୦ ପଏଣ୍ଟ ହ୍ରାସ...

ନିର୍ବାଚନ ଫଳାଫଳ ଉତ୍ସାହ: ସେନ୍‌ସେକ୍ସ ୨୫୦୭ ପଏଣ୍ଟ ବଢ଼ିଲା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ବର ବିଭିନ୍ନ ଦେଶ ଉପରେ ପାଲଟା ଟିକସ ଲଗାଇବା ପରେ ସମଗ୍ର ବିଶ୍ବର ଷ୍ଟକ୍ ବଜାର ଅସ୍ଥିର ହୋଇପଡ଼ିଛି। ସବୁଠୁ ଅଧିକ ଅସ୍ଥିର ହୋଇଛି ଆମେରିକାର ଷ୍ଟକ୍ ବଜାର। ଆମେରିକାର ଡାଓ ଜୋନ୍‌ସ ୧୦୦୦ ପଏଣ୍ଟ ହ୍ରାସ ସହ ଏହାର କାରବାର ଆରମ୍ଭ କରିଛି। ସେହିପରି ଏସ୍‌ଆଣ୍ଡ୍‌ପି ୫୦୦ ଓ ନାସ୍‌ଦାକ୍ ମଧ୍ୟ ୩ ପ୍ରତିଶତ ହ୍ରାସ ପାଇଛି।

ଆମେରିକା ଉପରେ ଚୀନ୍ ପାଲଟା ଟିକସ ଲଗାଇବା ପରେ ଆଗକୁ ବାଣିଜ୍ୟ ଲଢ଼େଇ ତୀବ୍ର ହେବ ବୋଲି ନିବେଶକମାନେ ଆଶଙ୍କା କରୁଛନ୍ତି।  ଭାରତରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍‌ସେକ୍ସ ୯୩୦ ପଏଣ୍ଟ ହ୍ରାସ ପାଇ ୭୫,୩୬୪ ପଏଣ୍ଟରେ ବନ୍ଦ ହୋଇଛି। ସେହି ସମୟରେ, ନ୍ୟାସନାଲ୍‌ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୩୪୫ ପଏଣ୍ଟ ହ୍ରାସ ପାଇ ୨୨,୯୦୪ ପଏଣ୍ଟରେ ବନ୍ଦ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe