Skill Development : କଳାହାଣ୍ଡିରେ ଦକ୍ଷତା ବିକାଶ ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି ବେଦାନ୍ତ ଆଲୁମିନିୟମ । ଏହି ପଦକ୍ଷେପ ବର୍ତ୍ତମାନ ସୁଦ୍ଧା ଭବାନୀପାଟଣା ଏବଂ ଲାଞ୍ଜିଗଡ଼ର ୮୦୦ରୁ ଅଧିକ ଯୁବକଯୁବତୀଙ୍କୁ ତାଲିମ ଦେଇସାରିଛି। ୫୫% ମହିଳା ଅଂଶଗ୍ରହଣ ସହିତ, କଳାହାଣ୍ଡିରେ ଏହି କାର୍ଯ୍ୟକ୍ରମ ଏହାର ଲୋକଙ୍କ ପାଇଁ ସୁଯୋଗର ଏକ ଦ୍ୱାର ଖୋଲିବା ସହିତ ଲିଙ୍ଗ-ସାମଗ୍ରିକ ନିଯୁକ୍ତିକୁ ବୃଦ୍ଧି କରୁଛି । ବେଦାନ୍ତର ଭବାନୀପାଟଣା ଓ ଲାଞ୍ଜିଗଡ଼ ଦକ୍ଷତା ତାଲିମ କେନ୍ଦ୍ରଗୁଡ଼ିକରେ ଯୁବକ-ଯୁବତୀମାନେ ବିଭିନ୍ନ ନିଯୁକ୍ତି-ଯୋଗ୍ୟ କୌଶଳ ଶିଖୁଛନ୍ତି । ବେଦାନ୍ତର ଭବାନୀପାଟଣା ଓ ଲାଞ୍ଜିଗଡ଼ ଦକ୍ଷତା ତାଲିମ କେନ୍ଦ୍ରଗୁଡ଼ିକରେ ଯୁବକ-ଯୁବତୀମାନେ ବିଭିନ୍ନ ନିଯୁକ୍ତି-ଯୋଗ୍ୟ କୌଶଳ ଶିଖୁଛନ୍ତି । ଏହି କେନ୍ଦ୍ରଗୁଡ଼ିକ ଓଡ଼ିଶା କୌଶଳ ବିକାଶ କର୍ତ୍ତୃପକ୍ଷ ଓ ନାବାର୍ଡ ସହଯୋଗରେ ଚାଲୁଛି।
Skill Development : ବେଦାନ୍ତ ଦକ୍ଷତା ବିକାଶ ପଦକ୍ଷେପରେ ୮୦୦ ଜଣଙ୍କୁ ତାଲିମ
କଳାହାଣ୍ଡିରେ ଦକ୍ଷତା ବିକାଶ ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି ବେଦାନ୍ତ ଆଲୁମିନିୟମ । ଏହି ପଦକ୍ଷେପ ବର୍ତ୍ତମାନ ସୁଦ୍ଧା ଭବାନୀପାଟଣା ଏବଂ ଲାଞ୍ଜିଗଡ଼ର ୮୦୦ରୁ ଅଧିକ ଯୁବକଯୁବତୀଙ୍କୁ ତାଲିମ ଦେଇସାରିଛି।
/sambad/media/media_files/2025/10/31/skill-2025-10-31-21-36-14.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-08-23t123957970z-tpnc.jpg)