ଭୁବନେଶ୍ୱର: ଦି ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନି ଲିଃ.ର ୧୦୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। କମ୍ପାନିର କ୍ଷେତ୍ରୀୟ ପ୍ରବନ୍ଧକ ଅସିତ୍ ବରଣ ଜାନା ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ସହ ଶତବାର୍ଷିକୀ ଲୋଗୋର ପ୍ରଦର୍ଶନ କରି ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମ ଓଡ଼ିଶାରେ ଥିବା ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ଅଧୀନସ୍ଥ ପରିଚାଳନା କାର୍ଯ୍ୟାଳୟ ଗୁଡିକରେ ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ଚଳିତମାସ ୨୩ ତାରିଖରୁ ଆରମ୍ଭ ହୋଇ ଆସନ୍ତାବର୍ଷ ୨୩ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଜାରି ରହିବ ବୋଲି ଶ୍ରୀ ଜାନା କହିଥିଲେ।
ଦି ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସର ପ୍ରତିଷ୍ଠା ଦିବସ
/sambad/media/post_attachments/wp-content/uploads/2018/08/nialogo-org.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)