ଆଜି ଓଡ଼ିଶା ଆ‌ସୁଛନ୍ତି ଶକ୍ତିକାନ୍ତ

ବିତର୍କ: ଶକ୍ତିକାନ୍ତ ଦାସ ‘ଗଭର୍ଣ୍ଣର ଅଫ ଦି ଇଅର୍’

India TV

ଭୁବନେଶ୍ବର: ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଭାବେ ଦାୟିତ୍ବ ନିର୍ବାହ କରିବାର ଏକ ବର୍ଷ ପୂରଣ କରିଥିବା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି। ସେ ଗୁରୁବାର ଅପରାହ୍ନ ୫ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ପ୍ରମୁଖ ଉପଦେଷ୍ଟା, ମୁଖ୍ୟ ସଚିବ ଓ ଅର୍ଥ ସଚିବ ଉପସ୍ଥିତ ରହିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe