ୟୁକୋ ବ୍ୟାଙ୍କର ନୂତନ ଆଞ୍ଚଳିକ ପ୍ରବନ୍ଧକ

Advertisment
ୟୁକୋ ବ୍ୟାଙ୍କର ନୂତନ ଆଞ୍ଚଳିକ ପ୍ରବନ୍ଧକ

ଭୁବନେଶ୍ୱର: ୟୁକୋ ବ୍ୟାଙ୍କ, ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ପ୍ରବନ୍ଧକ ଭାବେ ଉପ-ମହାପ୍ରବନ୍ଧକ ସରୋଜ ରଞ୍ଜନ ନାୟକ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୂର୍ବରୁ ଥିବା ଶ୍ରୀ ପଟବର୍ଦ୍ଧନଙ୍କ ସ୍ଥାନରେ ଶ୍ରୀ ନାୟକ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ ପାଟନା ଅଞ୍ଚଳର ଅଞ୍ଚଳ ମୁଖ୍ୟ ରୂପେ କାର୍ଯ୍ୟ କରୁଥିଲେ। ୨୦୦୧ ମସିହାରେ ଟେକ୍ନିକାଲ ମ୍ୟାନେଜର (ଆଇଟି) ରୂପେ ନିଜର କ୍ୟାରିୟର ଆରମ୍ଭ କରିଥିବା ଶ୍ରୀ ନାୟକ ବ୍ୟାଙ୍କର ବିଭିନ୍ନ ସ୍ଥାନରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବିରେ କାର୍ଯ୍ୟକରି ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe