ୟୁକୋ ବ୍ୟାଙ୍କର ନୂଆ ଆଞ୍ଚଳିକ ମୁଖ୍ୟ

Advertisment
ୟୁକୋ ବ୍ୟାଙ୍କର ନୂଆ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର: ୟୁକୋ ବ୍ୟାଙ୍କ ବାଲେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂଆ ମୁଖ୍ୟ ଭାବେ ଏଚ୍‌ କେ ଅରୋରା କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବ୍ୟାଙ୍କର କୋଲକାତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଉପ ମହାପ୍ରବନ୍ଧକ ରୂପେ କାମ କରୁଥିଲେ। ୧୯୮୨ ମସିହାରେ ୟୁକୋ ବ୍ୟାଙ୍କରେ ଯୋଗଦେଇଥିବା ଶ୍ରୀ ଆରୋରା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଦିଲ୍ଲୀ ଓ ପଶ୍ଚିମବଙ୍ଗର ବିଭିନ୍ନ ସ୍ଥାନରେ ବିଭିନ୍ନ ପଦପଦବୀରେ କାର୍ଯ୍ୟକରି ବ୍ୟାପକ ଅଭିଜ୍ଞତା ହାସଲ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe