ବ୍ରାଣ୍ଡ୍‌ସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ: ସମ୍ବାଦ କର୍ପୋରେଟ୍ ଏକ୍ସଲେନ୍ସ ଆୱାର୍ଡସ୍‌ ୨୦୧୯

Advertisment

ସମ୍ବାଦ କର୍ପୋରେଟ୍ ଏକ୍ସଲେନ୍ସ ଆୱାର୍ଡସ୍‌ ୨୦୧୯

ସମ୍ବାଦ କର୍ପୋରେଟ୍ ଏକ୍ସଲେନ୍ସ ଆୱାର୍ଡସ୍‌ ୨୦୧୯

ବ୍ରାଣ୍ଡ୍‌ସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ: ସମ୍ବାଦ କର୍ପୋରେଟ୍ ଏକ୍ସଲେନ୍ସ ଆୱାର୍ଡସ୍‌ ୨୦୧୯

ସେମାନଙ୍କ ମୁହଁରୁ...
‘ସମ୍ବାଦ’ ପକ୍ଷରୁ ବ୍ରାଣ୍ଡ୍‌ସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ: ସମ୍ବାଦ କର୍ପୋରେଟ୍ ଏକ୍ସଲେନ୍ସ ଆୱାର୍ଡସ୍‌ ୨୦୧୯ ଆସନ୍ତା ୧୯ ତାରିଖରେ ହୋଟେଲ ମେ’ ଫେୟାର ପରିସରରେ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ପ୍ରଦାନ କରାଯିବ। ‘ସମ୍ବାଦ’ର ଏହି ପ୍ରୟାସ ସମ୍ପର୍କରେ ରାଜ୍ୟର ବିଭିନ୍ନ ଶିଳ୍ପସଂଘ, ଉଦ୍ୟୋଗୀ, ବିଶେଷଜ୍ଞ ଓ ଖ୍ୟାତନାମା ବ୍ୟକ୍ତିଙ୍କ ମତାମତ କ’ଣ ରହିଛି ସେ ସମ୍ପର୍କରେ ଏଠାରେ ସେମାନଙ୍କ ମୁହଁରୁ ଶୀର୍ଷକରେ ପ୍ରକାଶ କରୁଛୁ।

ସମ୍ବାଦର ଏହି ପୁରସ୍କାର ପ୍ରଦାନ କାର୍ଯ୍ୟ ପ୍ରଶଂସାଯୋଗ୍ୟ। ଉଦ୍ୟୋଗୀମାନଙ୍କୁ ସ୍ବୀକୃତି ଦେବା ପାଇଁ ଏହା ଏକ ବଡ଼ ପ୍ରୟାସ। ନୂଆ ଉଦ୍ୟୋଗୀମାନଙ୍କୁ ଆଗକୁ ନେବାରେ ଏବଂ ବର୍ତ୍ତମାନ ସମୟର ବଡ଼ ଆବଶ୍ୟକତା ଆତ୍ମ ନିଯୁକ୍ତି ସୃଷ୍ଟି କରିବାରେ ଏହା ସହାୟକ ହେବ। ଦେଶରେ ଉଦ୍ୟୋଗୀମାନେ ଆଗକୁ ବଢ଼ିଲେ ଏବଂ ଅଧିକରୁ ଅଧିକ ସଂଖ୍ୟାରେ ନିଯୁକ୍ତି ସୃଷ୍ଟି ହୋଇପାରିଲେ ଉଭୟ ରାଜ୍ୟ ଓ ଦେଶ ଉପକୃତ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe