ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି। କେବଳ ସେତିକି ନୁହେଁ, ଯେଉଁ ସବୁ ସଂସ୍ଥାରେ ପୂର୍ବରୁ କଳାଦାଗ ଲାଗିଛି, ପ୍ରଶ୍ନପତ୍ର ପ୍ରସ୍ତୁତି ଓ ପରୀକ୍ଷା ପରିଚାଳନା ପାଇଁ ସେହି ସବୁ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରାଯାଇଛି। ଏହି ପ୍ରସଂଗକୁ ନେଇ ଆମର ଆଜିର ଏ କାର୍ଟନ। ଦିହକୁ ନେବେନି।

Advertisment