କ୍ରିକେଟ୍ ପଡ଼ିଆରେ ଭାରତର ଅପରେସନ୍ ସିନ୍ଦୂର ଜାରି ରହିଛି। ଆଉ ଏକ ରବିବାର ଏବଂ ପାକିସ୍ତାନ ଆଉ ଥରେ ଧୂଳି ଚାଟିଛି। ପୁରୁଷ ଦଳ ଚିରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍ ବିଜୟ ସହ ଏସିଆ କପ୍ ଜିତିବାର ମାତ୍ର ଗୋଟିଏ ସପ୍ତାହ ପରେ ଭାରତୀୟ ମହିଳା ଦଳ ମଧ୍ୟ ପାକିସ୍ତାନକୁ ପଡ଼ିଆ ଭିତରେ ମଜା ଚଖାଇଛି। ତାହାକୁ ନେଇ ଆମର ଆଜିର ଏ କାର୍ଟୁନ। ଦିହକୁ ନେବେନି।
/filters:format(webp)/sambad/media/media_files/2025/10/06/untitled-2025-10-06-15-12-50.jpg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/10/06/untitled-23-1-2025-10-06-15-20-57.jpg)