ଭାଙ୍ଗିଗଲାଣି ଅଣ୍ଟା: ଭାରତର ଗୋଟାଏ ପରେ ଗୋଟାଏ ବାଣରେ ପାକ୍‌ ବେହାଲ୍‌

Advertisment

ପୁରୁଷ ଦଳ ଚିରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍ ବିଜୟ ସହ ଏସିଆ କପ୍ ଜିତିବାର ମାତ୍ର ଗୋଟିଏ ସପ୍ତାହ ପରେ ଭାରତୀୟ ମହିଳା ଦଳ ମଧ୍ୟ ପାକିସ୍ତାନକୁ ପଡ଼ିଆ ଭିତରେ ମଜା ଚଖାଇଛି।

ପୁରୁଷ ଦଳ ଚିରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍ ବିଜୟ ସହ ଏସିଆ କପ୍ ଜିତିବାର ମାତ୍ର ଗୋଟିଏ ସପ୍ତାହ ପରେ ଭାରତୀୟ ମହିଳା ଦଳ ମଧ୍ୟ ପାକିସ୍ତାନକୁ ପଡ଼ିଆ ଭିତରେ ମଜା ଚଖାଇଛି।

Untitled-23 (1)

କ୍ରି‌କେଟ୍‌ ପଡ଼ିଆରେ ଭାରତର ଅପରେସନ୍ ସିନ୍ଦୂର ଜାରି ରହିଛି। ଆଉ ଏକ ରବିବାର ଏବଂ ପାକିସ୍ତାନ ଆଉ ଥରେ ଧୂଳି ଚାଟିଛି। ପୁରୁଷ ଦଳ ଚିରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍ ବିଜୟ ସହ ଏସିଆ କପ୍ ଜିତିବାର ମାତ୍ର ଗୋଟିଏ ସପ୍ତାହ ପରେ ଭାରତୀୟ ମହିଳା ଦଳ ମଧ୍ୟ ପାକିସ୍ତାନକୁ ପଡ଼ିଆ ଭିତରେ ମଜା ଚଖାଇଛି। ତାହାକୁ ନେଇ ଆମର ଆଜିର ଏ କାର୍ଟୁନ। ଦିହକୁ ନେବେନି।

Untitled

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe