ନରୱେର ନୋବେଲ କମିଟି ଶୁକ୍ରବାର ୨୦୨୫ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରିଛି। ଭେନେଜୁଏଲାର ଲୋକଙ୍କ ପାଇଁ ଗଣତାନ୍ତ୍ରିକ ଅଧିକାରକୁ ପ୍ରୋତ୍ସାହିତ କରିବା ଏବଂ ଏକଚ୍ଛତ୍ରବାଦରୁ ଗଣତନ୍ତ୍ରକୁ ଶାନ୍ତିପୂର୍ଣ୍ଣ ପରିବର୍ତ୍ତନ ହାସଲ କରିବା ପାଇଁ ଅକ୍ଳାନ୍ତ ପରିଶ୍ରମ କରିଥିବା ମାରିଆ କୋରିନା ମାଚାଡୋଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।
ଏପଟେ ଦୀର୍ଘ ଦିନ ଧରି ନୋବେଲ ଶାନ୍ତି ପୁରସ୍କାର ପାଇଁ ଆଶା କରି ବସିଥିବା ଆମେରିକା ରାଷ୍ଟ୍ରପତି ଡୋନାଳ୍ଡ ଟ୍ରମ୍ପ୍ଙ୍କ ମୁହଁ ଶୁଖିଯାଇଛି। ତାହାକୁ ନେଇ ଆଜିର କାର୍ଟୁନ। ଦିହକୁ ନେବେନି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/10/11/untitled-2025-10-11-14-00-49.jpg)