ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିର ଉଷ୍ଣତା ବୃଦ୍ଧି ପାଇଛି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରୋ ଯୋଗ ଦେଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ସଭାପତି ମନମୋହନ ସାମଲ,ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା, ଜୟନାରାୟଣ ମିଶ୍ର ଏବଂ ଅନ୍ୟ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଏହାକୁ ନେଇ ଆମର ଆଜିର କାର୍ଟୁନ।
ନିର୍ବାଚନ ପୂର୍ବରୁ ଖସିଗଲେ ନେତା; କାନ୍ଦୁଛି ବିଜେଡ଼ି, ହସୁଛି ଭାଜପା
Advertisment
Follow Us