ବାରମୁଳାରେ ୨ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରରେ ଏବେ ଆତଙ୍କବାଦୀ ନିରୋଧ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରାଯାଇଛି। ଆଜି କଶ୍ମୀରର ବାରମୁଳା ଜିଲ୍ଲାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ସିଆରପିଏଫ୍‌ ଏବଂ ସେନା ଦ୍ବାରା ହୋଇଥିବା ମିଳିତ ଅପରେସନ୍‌ରେ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ବିପୁଳ ପରିମାଣ‌ରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ସମ୍ବନ୍ଧିତ ଖବର