ଭୁବନେଶ୍ୱର: ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରଙ୍ଗମାଟିଆ ନିକଟରେ ଶୁକ୍ରବାର ରାତିରେ ଏକ ବୋମାମାଡ଼ ହୋଇଥିବା ଖବର ମିଳିଛି। ମିଳିଥିବା ସୂଚନା ଅନୁସାରେ ୧୦ଜଣ ଦୁର୍ବୃତ୍ତ ବାଇକରେ ଆସି ଏହି କାଣ୍ଡ ଘଟାଇଛନ୍ତି। ଏହି ଘଟଣାରେ ଜଣେ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ତାକୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ବିନ୍ ଚଳାଇଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇ ଯାଇଥିବା ଜଣାପଡ଼ିଛି। ଘଟଣାର ପ୍ରକୃତ କାରଣ ଜଣାପଡ଼ି ନ ଥିବା ପୁଲିସ କହିଛି।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us