ଏନ୍‌କାଉଣ୍ଟର୍‌ରେ ୨ ଆତଙ୍କବାଦୀ ନିପାତ

Advertisment
ଏନ୍‌କାଉଣ୍ଟର୍‌ରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ସୋପିଆନ୍‌ ଜିଲ୍ଲା ଅନ୍ତର୍ଗତ ହିନ୍ଦ୍‌ସୀତାପୁର ଅଞ୍ଚଳରେ ଆତଙ୍କବାଦୀ ଏବଂ ନିରାପତ୍ତାବାହିନୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ, ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ପାଇବା ପରେ ସୁରକ୍ଷାବାହିନୀ ଉକ୍ତ ଅଞ୍ଚଳକୁ ଘେରିଯାଇଥିଲେI ଏହା ପରେ ଆତଙ୍କବଦୀମାନେ ଗୁଳିଚଳାଇବା ପରେ ଏହାର ଜବାବରେ ସେନା ତରଫରୁ ହୋଇଥିବା ଗୁଳିମାଡ଼ରେ ଆତଙ୍କବାଦୀମାନେ ନିହତ ହୋଇଛନ୍ତିI ଘଟଣାସ୍ଥଳରୁ ଅସ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛିI

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe