ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ ରାମେଶ୍ୱର ପଲ୍ଲୀ ଗ୍ରାମରେ ଜଣେ ଗର୍ଭବତୀ ମହିଳାଙ୍କୁ ସେହିଗ୍ରାମର ନିବାସୀ ମହାନ୍ତି ନାମକ ଜଣେ ଯୁବକ ଦୁଷ୍କର୍ମ ଉଦ୍ୟମ କରିଛନ୍ତି। ମହିଳାଙ୍କ ପାଟି ଶୁଣି ସ୍ଥାନୀୟ ଲୋକେ ସେଠାରେ ପହଞ୍ଚିବା ସହିତ ଅଭିଯୁକ୍ତକୁ ଧରି ତାଙ୍କ ମୁହଁରେ କଳାବୋଳି, ମୁଣ୍ଡ ଲଣ୍ଡା କରି ପୁଲିସର ଜିମାଦେଇଛନ୍ତି। ଏ ନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp