Daily Archives

August 2, 2020

କଟକ ସହରରୁ ଆଜି ୫୫ କରୋନା ପଜିଟିଭ ଚିହ୍ନଟ, ସ୍ଥାନୀୟ ସଂକ୍ରମଣ ୬ ଜଣ

କଟକ: ଆଜି କଟକ ସହରର ବିଭିନ୍ନ ଅଂଚଳରେୁ ମୋଟ ୫୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୪୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିଲା ବେଳେ ୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା…
ଅଧିକ ଖବର ଦେଖନ୍ତୁ...

୧୧ ଲକ୍ଷରୁ ଊର୍ଦ୍ଧ୍ବ କୋଭିଡ୍-୧୯ ସୁସ୍ଥତା ରେକର୍ଡ କଲା ଭାରତ, ସୁସ୍ଥତାହାର ୬୫. ୪୪%କୁ ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ଦିନ ଭାତରେ କୋଭିଡ୍-୧୯ ସୁସ୍ଥତା ମାମଲା ୧୧ ଲକ୍ଷ ଟପିଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୧ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ପର୍ଯ୍ୟନ୍ତ ଦେଶରେ ହୋଇଥିବା ସୁସ୍ଥତା ସଂଖ୍ୟାରେ ଏହା ହେଉଛି ସର୍ବୋଚ୍ଚ…
ଅଧିକ ଖବର ଦେଖନ୍ତୁ...

ଦ୍ଵିତୀୟ ଦିନର ସର୍ଟଡାଉନ୍‌ରେ ଭଦ୍ରକ ସହର ଜନଶୂନ୍ୟ

ଭଦ୍ରକ: ଆଜି ଅଗଷ୍ଟ ମାସର ପ୍ରଥମ ସପ୍ତାହନ୍ତ ସର୍ଟଡାଉନ୍‌କୁ ଭଦ୍ରକ ଜିଲ୍ଲାରେ ଦୁଇ ଦିନ ହୋଇଛି। ଆଜି ମଧ୍ୟ କୌଣସି ଲୋକ ସହର ଭିତରକୁ ଆସି ନଥିଲେ। ସେଥିପାଇଁ ସହର ଥିଲା ଜନଶୂନ୍ୟ। ଆସନ୍ତାକାଲି ସକାଳ ୫ଟାରେ କର୍ଫ୍ୟୁ କୋହଳ ପରେ ଦୋକାନ ବଜାର ଖୋଲା ହେବ। ଏଥିପାଇଁ ଗୃହବନ୍ଦୀ ହୋଇ ଘରେ…
ଅଧିକ ଖବର ଦେଖନ୍ତୁ...

ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର : ଗୃହମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମିତ ଜଣାପଡ଼ିବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏକ ଟ୍ଵିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କୋଭିଡ-୧୯ ପଜିଟିଭ…
ଅଧିକ ଖବର ଦେଖନ୍ତୁ...

ଆସନ୍ତାବର୍ଷ ସୁଦ୍ଧା ଚେନାବ ନଦୀର ୩୫୯ ମିଟର ଉପରେ ପ୍ରସ୍ତୁତ ହୋଇଯିବ ବିଶ୍ବର ଉଚ୍ଚତମ ରେଳପୋଲ

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ଚେନାବ ନଦୀ ଉପରେ ବିଶ୍ବର ଉଚ୍ଚତମ ରେଳ ପୋଲ ଆସନ୍ତାବର୍ଷ ପ୍ରସ୍ତୁତ ହୋଇଯିବ। ଫଳରେ ୨୦୨୨ ସୁଦ୍ଧା ପ୍ରଥମ ଥର ପାଇଁ କଶ୍ମୀର ଉପତ୍ୟକା ସହ ଭାରତର ବାକି ସବୁ ଅଞ୍ଚଳ ରେଳ ଯୋଗେ ସଂଯୋଗ ହେବ ବୋଲି ରବିବାର ଦିନ ସରକାରୀ ଅଧିକାରୀମାନେ କହିଛନ୍ତି। ୪୬୭…
ଅଧିକ ଖବର ଦେଖନ୍ତୁ...

ଭୁବନେଶ୍ୱରରୁ ୧୧୮ କରୋନା ପଜିଟିଭ, ସ୍ଥାନୀୟ ସଂକ୍ରମଣ ୪୯ ଜଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୬୯ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରୁ…
ଅଧିକ ଖବର ଦେଖନ୍ତୁ...

ପଶ୍ଚିମବଙ୍ଗରେ ଲକ୍‌ଡାଉନ ପାଇଁ ପ୍ରଭାବିତ ହେବ ପୂର୍ବତଟ ରେଳପଥର ଟ୍ରେନ

ଭୁବନେଶ୍ୱର: ଅଗଷ୍ଟ ମାସରେ ପଶ୍ଚିମବଙ୍ଗର କିଛି ସ୍ଥାନରେ ସମ୍ପୂର୍ଣ୍ଣ ସଟ୍‌ଡାଉନ ହେଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରିବାକୁ ପଡିବ। ପଶ୍ଚିମବଙ୍ଗରେ ୨୦୨୦ ଅଗଷ୍ଟରେ ୫, ୮, ୧୬, ୧୭, ୨୩, ୨୪ ଓ ୩୧ ତାରିଖରେ ସମ୍ପୂର୍ଣ୍ଣ ଲକ୍‌ଡାଉନ ହେଉଥିବାରୁ ଟ୍ରେନ ସେବା…
ଅଧିକ ଖବର ଦେଖନ୍ତୁ...

କରୋନା ମୁକାବିଲା ଲାଗି ଟେଷ୍ଟିଂକୁ ଅଧିକ ଗୁରୁତ୍ୱ ଦିଆଯାଉଛି: ସିଏମ୍‌ସି କମିସନର

କଟକ: ମହାମାରୀ କରୋନା ମୁକାବିଲା ଲାଗି ଟେଷ୍ଟିଂକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଟେଷ୍ଟିଂ ପାଇଁ ସିଏମସିରେ ୪ଟି ମୋବାଇଲ ୟୁନିଟ, ୪ଟି ଫିକ୍ସଡ ସେଣ୍ଟର କାମ କରୁଛି। ସାମ୍ବାଦିକ ସମ୍ମିଳନୀରେ କଟକ ମହାନଗର ନିଗମର କମିସନର ଅନନ୍ୟା ଦାସ ଏହି ସୂଚନା ଦେଇଛନ୍ତି। ସିଏମସି କମିସନର କହିଛନ୍ତି,…
ଅଧିକ ଖବର ଦେଖନ୍ତୁ...

କରୋନାଭାଇରସ୍ ନେଗେଟିଭ୍ ଆସିବା ପରେ ଡାକ୍ତରଖାନାରୁ ଘରକୁ ଆସିଲେ ଅମିତାଭ ବଚ୍ଚନ

ମୁମ୍ବାଇ: ନମୁନା ନେଗେଟିଭ୍ ଆସିବା ପରେ ରବିବାର ଦିନ ଅମିତାଭ ବଚ୍ଚନଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲ୍‌ରୁ ବିଦାୟ ଦିଆଯାଇଛି। ‘ବିଗ୍ ବି’ଙ୍କ ପୁତ୍ର ଅଭିଷେକ ବଚ୍ଚନ ଏ ଖବର ଟୁଇଟର୍‌ରେ ସେୟାର୍‌ କରି ଲେଖିଛନ୍ତି, ଆଶ୍ବସ୍ତିର କଥା, ସଦ୍ୟତମ କୋଭିଡ୍-୧୯ ପରୀକ୍ଷାରେ ମୋ ବାପା ନେଗେଟିଭ୍…
ଅଧିକ ଖବର ଦେଖନ୍ତୁ...

ଗୃହମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି । ଟ୍ଵିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି ।…
ଅଧିକ ଖବର ଦେଖନ୍ତୁ...