ଖୋର୍ଦ୍ଧା ଜିଲ୍ଲାରୁ ୧୦୨୩ ଜଣଙ୍କ ସମେତ ରାଜ୍ୟରେ ଆଜି ସୁସ୍ଥ ହେଲେ ୩୧୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରୁ ୧୦୨୩ ଜଣଙ୍କ ସମେତ ରାଜ୍ୟରେ ଆଜି ୩ ହଜାର ୧୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫ ହଜାର ୨୯୫ରେ ପହଂଚିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ଅଧିକ ଖବର ଦେଖନ୍ତୁ...
ଅଧିକ ଖବର ଦେଖନ୍ତୁ...