Daily Archives

September 22, 2020

ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: କୌଣସି କାମ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ବ୍ୟବସାୟରେ ଅଚାନକ ଧନଲାଭ ହେବ। କୌଣସି କଥାକୁ ନେଇ ଦମ୍ପତିଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇପାରେ। ବୃଷ: କୌଣସି ଦିଗରୁ ଖୁସି ଖବର ପାଇବେ। ଆପଣଙ୍କ ଚିନ୍ତାଧାରାରେ ପରିବର୍ତ୍ତନ ଆସିବ। ସାମାଜିକ କାର୍ଯ୍ୟ ଲାଗି ଆପଣଙ୍କୁ…
ଅଧିକ ଖବର ଦେଖନ୍ତୁ...

ଦେଶରେ ଖାଲି ଅଛି ୧୦ ଲକ୍ଷ ୬୦ ହଜାର ଶିକ୍ଷକ ପଦବୀ

ନୂଆଦିଲ୍ଲୀ: ଦେଶର ସରକାରୀ ବିଦ୍ୟାଳୟରେ ବହୁ ସଂଖ୍ୟକ ଶିକ୍ଷକ ପଦବୀ ଖାଲି ଅଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ୧୦ ଲକ୍ଷ ୬୦ ହଜାର ୧୩୯ ଶିକ୍ଷକ ପଦ ଖାଲି ଅଛି | ଏହି ସୂଚନାକୁ ଲୋକସଭାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ପ୍ରଦାନ…
ଅଧିକ ଖବର ଦେଖନ୍ତୁ...

କୋଲ ବ୍ଲକ ନିଲାମ ପ୍ରକିୟାକୁ ୩ ମାସ ସ୍ଥଗିତ ରଖିବା ଲାଗି କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ଖଣି ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ ସ୍ଥଗିତ ରଖିବା ପାଇଁ ଇସ୍ପାତ ଖଣି, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କେନ୍ଦ୍ର ଖଣି, ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଛନ୍ତି । କେନ୍ଦ୍ର ପକ୍ଷରୁ ଚିହ୍ନଟ ହୋଇଥିବା ୪୧ଟି କୋଲ ବ୍ଲକ…
ଅଧିକ ଖବର ଦେଖନ୍ତୁ...

ଆଇପିଏଲ ୨୦୨୦ : ଚେନ୍ନାଇ ଆଗରେ ୨୧୭ ରନର ଲକ୍ଷ୍ୟ ରଖିଲା ରାଜସ୍ଥାନ; ସାମସନ୍, ଆର୍ଚରଙ୍କ ବିସ୍ଫୋରକ ବ୍ୟାଟିଂ

ସାରଜା : ୟୁଏଇର ସାରଜା କ୍ରିକେଟ ଷ୍ଟାଡିୟମଠାରେ ଆଜି ଖେଳାଯାଉଥିବା ଆଇପିଏଲ ୨୦୨୦ର ୪ର୍ଥ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଚେନ୍ନାଇ ସୁପରକିଙ୍ଗସ ଆଗରେ ୨୧୭ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି । ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦଳ ଟସ ଜିଣି ରାଜସ୍ଥାନକୁ ପ୍ରଥମେ ବ୍ୟାଟିଂ ପାଇଁ…
ଅଧିକ ଖବର ଦେଖନ୍ତୁ...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୧୭.୮୨ କୋଟି

ନୂଆଦିଲ୍ଲୀ: ମାର୍ଚ୍ଚ ୨୦୧୫ରୁ ନଭେମ୍ବର ୨୦୧୯ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଦେଶ ଗସ୍ତ ବାବଦରେ ଖର୍ଚ୍ଚ ହୋଇଛି ୫୧୭.୮୨ କୋଟି ଟଙ୍କା। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ୫୮ଟି ଦେଶ ଗସ୍ତ କରିଛନ୍ତି। ଆଜି ସଂସଦର ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବୈଦେଶିକ…
ଅଧିକ ଖବର ଦେଖନ୍ତୁ...

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ: ସବୁ ସରକାରୀ ଓ ଘରୋଇ ହସ୍‌ପିଟାଲରେ ରହିବ କୋଭିଡ୍ ହେଲ୍‌ପ ଡେସ୍କ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ହସ୍‌ପିଟାଲରେ କୋଭିଡ୍ ହେଲ୍‌ପ ଡେସ୍କ ରହିବ । ଏ ନେଇ ସରକାର ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ହସ୍‌ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟର ସମସ୍ତ…
ଅଧିକ ଖବର ଦେଖନ୍ତୁ...

କଟକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଲା, ଆଜି ୩୧୨ ପଜିଟିଭ ଚିହ୍ନଟ

କଟକ: ଆଜି କଟକ ସହରରେ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଛି । ଆଜି ମୋଟ ୩୧୨ ଜଣ ନୂଆ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥିରେ ୧୭୦ ଜଣ ସଂଗରୋଧ ଓ ୧୪୨ ଜଣ ସ୍ଥାନୀୟ ସଂକ୍ରମଣ ଯୋଗୁଁ ସଂକ୍ରମିତ ହୋଇଛନ୍ତି । କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା…
ଅଧିକ ଖବର ଦେଖନ୍ତୁ...

ମାର୍ଚ୍ଚ-ଜୁନ ମଧ୍ୟରେ ୧ କୋଟି ପ୍ରବାସୀ ଶ୍ରମିକ ଚାଲି ଚାଲି ଘରକୁ ଫେରିଥିଲେ : ସରକାରୀ ତଥ୍ୟ

ନୂଆଦିଲ୍ଲୀ : କରୋନା ଭାଇରସ ପାଇଁ ଗତ ମାର୍ଚ୍ଚ-ଏପ୍ରିଲ ମାସରେ ସରକାର ଲାଗୁ କରିଥିବା ଲକଡାଉନ ଯୋଗୁଁ ଦେଶର ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିଲେ । ସରକାରୀ ତଥ୍ୟ ଅନୁସାରେ ମାର୍ଚ୍ଚମାସରୁ ଜୁନ ମାସ ମଧ୍ୟରେ ପ୍ରାୟ ୧ କୋଟି ପ୍ରବାସୀ ଶ୍ରମିକ ପାଦରେ…
ଅଧିକ ଖବର ଦେଖନ୍ତୁ...

ଦେଶରେ ସୁସ୍ଥତା ହାସଲରେ ରେକର୍ଡ : ୨୪ ଘଣ୍ଟାରେ ସୁସ୍ଥ ହେଲେ ଏକ ଲକ୍ଷରୁ ଅଧିକ କରୋନା ରୋଗୀ

ନୂଆଦିଲ୍ଲୀ:  ଦେଶରେ ଗୋଟିଏ ଦିନରେ ସର୍ବାଧିକ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଏକ ଲକ୍ଷରୁ ଉର୍ଦ୍ଧ୍ଵ ( ୧,୦୧,୪୬୮) ନୂତନ ରୋଗୀ ସୁସ୍ଥ ହୋଇଛନ୍ତି ।  ଏତେ ସଂଖ୍ୟକ ରୋଗୀ ସୁସ୍ଥ ହେବା ଧାରା ଗତ ୪ ଦିନଧରି ଲାଗି ରହିଛି । ଏଥିସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ପାଖାପାଖି ୪୫…
ଅଧିକ ଖବର ଦେଖନ୍ତୁ...

ରାଜ୍ୟ ସରକାର ଜାରି କଲେ ଏକାମ୍ର ଐତିହ୍ୟ କ୍ଷେତ୍ର ଗାଇଡଲାଇନ

ଭୁବନେଶ୍ୱର: ରାଜ୍ୟ ସରକାର ଏକାମ୍ର କ୍ଷେତ୍ର ଐତିହ୍ୟ ଗାଇଡଲାଇନ ଜାରି କରିଛନ୍ତି । ବିଡିଏ ତରଫରୁ ଏହି ଗାଇଡଲାଇନ ଜାରି ହୋଇଛି । ଏଥିରେ କୋଠାବାଡ଼ି ନିର୍ମାଣ, ମରାମତି, ଫଳକ ଲଗାଯିବା ଆଦି ଉଲ୍ଲେଖ ରହିଛି । ଗାଇଡଲାଇନର ବିସ୍ତୃତ ତଥ୍ୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର…
ଅଧିକ ଖବର ଦେଖନ୍ତୁ...