Daily Archives

June 9, 2021

ରାତି ଡିୟୁଟି ସମୟରେ ଡାକ୍ତରଙ୍କ ଦ୍ବାରା ଦୁଷ୍କର୍ମର ଶିକାର ହେଲେ ନର୍ସ

ଜୟପୁର: ଜୟପୁରର ଏକ ପ୍ରତିଷ୍ଠିତ ହସ୍ପିଟାଲରେ କାମ କରୁଥିବା ନର୍ସ ଡାକ୍ତରଙ୍କ ଦ୍ବାରା ଦୁଷ୍କର୍ମର ଶିକାର ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଡାକ୍ତର ଭୟଭୀତ କରି ଦୁଷ୍କର୍ମ କରିଥିବା ପୀଡିତା ଅଭିଯୋଗ କରିଛନ୍ତି। ପୁଲିସ ପୀଡିତାଙ୍କୁ ଡାକ୍ତରି ମାଇନା ପାଇଁ ପଠାଇ ଯାଞ୍ଚ ଆରମ୍ଭ କରିଛି।…
ଅଧିକ ଖବର ଦେଖନ୍ତୁ...

ବଦଳିଲେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ବାରିପଦା ଉପନିର୍ଦେଶକ 

ବାରିପଦା: ଆଜି ରାଜ୍ୟସ୍ତରୀୟ ଏକ ଆଇଏଫଏସ ଅଦଳବଦଳରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ (ଏସଟିଆର), ବାରିପଦା ଉପନିର୍ଦେଶକ ଯଜ୍ଞଦତ୍ତ ପତିଙ୍କର ରାଜନଗର ଡିଏଫଓ ଭାବେ ବଦଳି ହୋଇଛି। ଶ୍ରୀ ପତିଙ୍କ ସ୍ଥାନରେ କିନ୍ତୁ ଆଉ କାହାକୁ ନିଯୁକ୍ତି ଦିଆଯାଇନାହିଁ। ତେବେ ଶ୍ରୀ ପତିଙ୍କ ବଦଳିକୁ…
ଅଧିକ ଖବର ଦେଖନ୍ତୁ...

ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି: ୧୧ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗୁଡ଼ିକ ହୋଇଥିବା ଜଣାଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…
ଅଧିକ ଖବର ଦେଖନ୍ତୁ...

ଆସୁଛି ବଡ଼ ବର୍ଷା, ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ଆସୁଛି ବଡ଼ ବର୍ଷା । ୧୦ରୁ ୧୪ ପ୍ରବଳ ବର୍ଷା ଆଶଙ୍କା । ରାଜ୍ୟର କିଛି ସ୍ଥାନରେ ୧୦ରୁ ୧୪ ତାରିଖରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା । ଏମିତିକି ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ସ୍ଥିତି ବି ଉପୁଜିପାରେ । ସହରାଞ୍ଚଳ ଓ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ।…
ଅଧିକ ଖବର ଦେଖନ୍ତୁ...

ରାଜ୍ୟର ସମସ୍ତ ଔଷଧ ଦୋକାନୀ ଓ କର୍ମଚାରୀ ନେବେ କରୋନା ଟିକା

ଭୁବନେଶ୍ୱର: କୋଭିଡ ବିରୋଧୀ ଯୁଦ୍ଧରେ ଏବେ ଟିକାକରଣରୁ ସବୁଠୁ ଅଧିକ ପ୍ରାଧାନ୍ୟ ଦିଆଯାଉଛି । ଏହି କ୍ରମରେ ଆଜି ଓଡିଶା ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏଣିକି ରାଜ୍ୟରେ ଥିବା ଔଷଧ ଦୋକାନୀ ଏବଂ ସେଠାରେ କାମ କରୁଥିବା କର୍ମଚାରୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକାକରଣ କରାଯିବ । ଏନେଇ…
ଅଧିକ ଖବର ଦେଖନ୍ତୁ...

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୮୦୩୨ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୮୧

ଭୁବନେଶ୍ୱର: ରାଜ୍ୟରୁ ଆଜି କରୋନା ଭାଇରସ ମହାମାରୀରୁ ୮୦୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୮୧ ଜଣ ଅଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ…
ଅଧିକ ଖବର ଦେଖନ୍ତୁ...

ରାଜଧାନୀରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୧୧୭ରେ ପହଞ୍ଚିଛି

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୦୦ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୪୭ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ…
ଅଧିକ ଖବର ଦେଖନ୍ତୁ...

ଏସିବି ମେଡିକାଲରେ ୨ଟି ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଟକ: ଏସିବି ମେଡିକାଲରେ ୨ଟି ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡ଼ିଓ କନଫରେନସିଙ୍ଗ ଜରିଆରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହାସହ ସମଗ୍ର ରାଜ୍ୟର ୭ଟି ଜିଲ୍ଲାର ସ୍ୱାସ୍ଥ୍ୟ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ର ମାନଙ୍କରେ ସ୍ୱାସ୍ଥ୍ୟ…
ଅଧିକ ଖବର ଦେଖନ୍ତୁ...

ଗରମ ଓ ଗୁଳୁଗୁଳିରେ ସିଝୁଛନ୍ତି ଲୋକେ, ସାହାରା ବନିଛି ମିଶ୍ରି ପାଣି

ମାଲକାନଗିରି: ମାଲକାନଗିରି ଜିଲ୍ଲା ଏବେ ତତଲା କଢେଇରେ ସିଝୁଛି। ଗତ କିଛି ଦିନ ତଳେ ସାମାନ୍ୟ ବର୍ଷା ହେବା ଯୋଗୁଁ ଲୋକେ ଆଶ୍ବସ୍ତ ଲାଭ କରିଥିଲେ ମଧ୍ୟ ଗତ ଏକ ସପ୍ତାହ ହେଲା ଲୋକେ ଗରମକୁ ତ୍ରାହୀ ତ୍ରାହୀ ଡାକ ଛାଡିଲେଣି। ଗତ ଗତ ଏକ ସପ୍ତାହ ହେଲା ପାରଦ ୪୨ ଡିଗ୍ରୀରୁ ତଳକୁ ଖସୁ ନାହିଁ। ତେବେ…
ଅଧିକ ଖବର ଦେଖନ୍ତୁ...

ଆଇପିଏସ୍ ସ୍ତରରେ ଅଦଳ ବଦଳ: ଦୀପ୍ତେଶ ପଟ୍ଟନାୟକ ହେଲେ ଜେଲ ବିଭାଗ ଆଇଜି

ଭୁବନେଶ୍ୱର: ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି । ସାଧାରଣ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଆଇପିଏସ୍ ଅଧିକାରୀ ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ ବିଭାଗ ଆଇଜି ପଦରେ ନିଯୁକ୍ତି ମିଳିଛି । ନରସିଂହ ଭୋଳଙ୍କୁ କେନ୍ଦ୍ରାଂଚଳ ଆଇଜି ଭାବେ ଅବସ୍ଥାପିତ…
ଅଧିକ ଖବର ଦେଖନ୍ତୁ...