ଆଇପିଏଲ : ଗୁଜୁରାଟ ଆଗରେ ୧୭୮ରନର ବିଜୟ ଲକ୍ଷ୍ୟ ରଖିଲା ମୁମ୍ବାଇ
ମୁମ୍ବାଇ : ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୨ର ୫୧ତମ ମ୍ୟାଚରେ ଗୁଜୁରାଟ ଆଗରେ ୧୭୮ ରନର ବିଜୟ ଲକ୍ଷ୍ୟ ରଖିଛି ମୁମ୍ବାଇ ।
ଏହି ମ୍ୟାଚରେ ଗୁଜୁରାଟ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ନିର୍ଦ୍ଧାରିତ ୨୦…
ଅଧିକ ଖବର ଦେଖନ୍ତୁ...
ଅଧିକ ଖବର ଦେଖନ୍ତୁ...