Daily Archives

September 28, 2022

ସ୍ୱାସ୍ଥ୍ୟସେବା କ୍ଷେତ୍ରର ରାୟଗଡ଼ା ମେଡ଼ିକାଲକୁ ସର୍ବୋତ୍ତମ ପ୍ରମାଣପତ୍ର

ରାୟଗଡ଼ା: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ବ ପାଇଁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସର୍ବୋତ୍ତମ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୮୯ ପ୍ରତିଶତ ଅଙ୍କ ସହିତ…
ଅଧିକ ଖବର ଦେଖନ୍ତୁ...

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୋକ

ନୂଆଦିଲ୍ଲୀ: ବିଶିଷ୍ଟ ଜନନେତ୍ରୀ, ସୁସାହିତ୍ୟିକ ତଥା ଜାତୀୟ ମହିଳା କମିସନର ପ୍ରଥମ ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକଙ୍କ ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ମୃତ୍ୟୁ…
ଅଧିକ ଖବର ଦେଖନ୍ତୁ...

ଫୋକସରେ ପୂର୍ବଘାଟ ପର୍ବତମାଳା: ପର୍ଯ୍ୟଟନକୁ ମାନ୍ୟମ ଜିଲ୍ଲାପାଳଙ୍କ ଗୁରୁତ୍ବ

କୋରାପୁଟ: ଆଜି ଆନ୍ଧ୍ରପ୍ରଦେଶର ପାର୍ବତୀପୁରମ ମାନ୍ୟମ ଜିଲ୍ଲାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବାବେଳେ ଜିଲ୍ଲାର ସବୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲ୍ଲାପାଳ ନିଶାନ୍ତ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ  ପର୍ଯ୍ୟଟନକୁ ଗୁରୁତ୍ବ ଦିଆଯାଇଛି। ସୂଚନା ଅନୁସାରେ…
ଅଧିକ ଖବର ଦେଖନ୍ତୁ...

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ଜନନେତ୍ରୀ, ସୁସାହିତ୍ୟିକ ତଥା ଜାତୀୟ ମହିଳା କମିସନର ପ୍ରଥମ ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକଙ୍କ ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ମୃତ୍ୟୁ…
ଅଧିକ ଖବର ଦେଖନ୍ତୁ...

ଆର. ଭେଙ୍କଟରମାନି ଦେଶର ପରବର୍ତ୍ତୀ ଆଟର୍ଣ୍ଣି ଜେନେରାଲ

ନୂଆଦିଲ୍ଲୀ : ବରିଷ୍ଠ ଓକିଲ ଆର. ଭେଙ୍କଟରମାନିଙ୍କୁ ଭାରତର ନୂଆ ଆଟର୍ଣ୍ଣି ଜେନେରାଲ ନିଯୁକ୍ତ କରାଯାଇଛି । ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ନିଯୁକ୍ତ କରିଛନ୍ତି। ତାଙ୍କ କାର୍ଯ୍ୟକାଳ ୩ ବର୍ଷ ରହିବ ବୋଲି କେନ୍ଦ୍ର  ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏକ ସରକାରୀ…
ଅଧିକ ଖବର ଦେଖନ୍ତୁ...

ଦେଶର ସବୁଠାରୁ ଶସ୍ତା ଇଲେକ୍ଟ୍ରିକ କାର ଲଞ୍ଚ କଲା ଟାଟା, ଥରେ ଚାର୍ଜ କଲେ ଯିବ ୩୧୫ କିଲୋମିଟର

ମୁମ୍ବାଇ: ଟାଟା ମୋଟର୍ସ ଆଜି ଏହାର ଲୋକପ୍ରିୟ ହ୍ୟାଚବ୍ୟାକ୍ ଟାଟା ଟିଆଗୋର ଇଭି ଭାରିଆଣ୍ଟ ଲଞ୍ଚ କରିଛି | ଏହାର ପ୍ରାରମ୍ଭିକ ମୂଲ୍ୟ ୮.୪୯ ଲକ୍ଷ ଟଙ୍କା ଥିବାବେଳେ ଏହା ହେଉଛି ଦେଶର ସବୁଠାରୁ ଶସ୍ତା ଇଲେକ୍ଟ୍ରିକ୍ କାର୍ | ଏହି କାରକୁ ଥରେ ଚାର୍ଜ କଲେ ୩୧୫ କିଲୋମିଟର ଯାଇପାରିବ | ଏହାର…
ଅଧିକ ଖବର ଦେଖନ୍ତୁ...

ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଦିଆଗଲା ଲୁଣ ଓ ଭାତ, ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ଲକ୍ଷ୍ନୌ: ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ଦିଆଗଲା ଲୁଣ ଓ ଭାତ। ଘଟଣା ସାମ୍ନାକୁ ଆସିବା ପରେ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ। ଅଯୋଧ୍ୟା ଜିଲ୍ଲାର ବିକାପୁର ତହସିଲ ଅଞ୍ଚଳରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନରେ ଲୁଣ ଏବଂ ଭାତ ଦିଆଯାଇଥିବା…
ଅଧିକ ଖବର ଦେଖନ୍ତୁ...

ବିଶିଷ୍ଟ ଜନନେତ୍ରୀ, ସୁସାହିତ୍ୟିକ ତଥା ଜାତୀୟ ମହିଳା କମିସନର ପ୍ରଥମ ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଜନନେତ୍ରୀ, ସୁସାହିତ୍ୟିକ ତଥା ଜାତୀୟ ମହିଳା କମିସନର ପ୍ରଥମ ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକଙ୍କ ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହେଇଥିଲା। ଜୟନ୍ତୀ ପଟ୍ଟନାୟକଙ୍କ…
ଅଧିକ ଖବର ଦେଖନ୍ତୁ...

ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ୮ ୱିକେଟ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ, କେଏଲ୍‌ ରାହୁଲ-ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ

ତିରୁଅନନ୍ତପୁରମ: ଭାରତ ବୁଧବାର ଦକ୍ଷିଣ ଆଫ୍ରିକାକୁ ୩ ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମୁକାବିଲାରେ ୮ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯୁବ କ୍ରିକେଟର କେଏଲ୍‌ ରାହୁଲ(୫୧ ରନ୍‌) ଓ ସୂର୍ଯ୍ୟକୁମାର ଯାଦବ (୫୦ ରନ୍‌)  ଭଲ ବ୍ୟାଟିଂ କରିଛନ୍ତି। ଉଭୟ ବ୍ୟାଟର ଅର୍ଦ୍ଧଶତକ ହାସଲ…
ଅଧିକ ଖବର ଦେଖନ୍ତୁ...

ଜାତୀୟ ଶୈକ୍ଷିକ କାର୍ଯ୍ୟକ୍ରମରେ ପ୍ରଥମ ସ୍ଥାନ ଅଧିକାର କଲେ ଭୁବନେଶ୍ୱର ଏମ୍ସର ୬ ଜଣ ଛାତ୍ର

ଭୁବନେଶ୍ୱର: ପ୍ରଥମ ଦଶନ୍ଧିର ଚମତ୍କାର ଯାତ୍ରାର ସଫଳ କାହାଣୀରେ ଚଳିତ ମାସ ଏମ୍ସ ଭୁ‌ବନେଶ୍ବର ଜାତୀୟ ସ୍ତରରେ ଆଣି ଦେଇଛି କୃତିତ୍ବପୂର୍ଣ୍ଣ ଖବର। ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ୬ଜଣ ଆବାସିକ ଡାକ୍ତରୀ ଛାତ୍ର ତିନି ଭିନ୍ନ ଭିନ୍ନ ଜାତୀୟ ଶୈକ୍ଷିକ କାର୍ଯ୍ୟକ୍ରମର ସଂପୃକ୍ତ ବିଭାଗରେ…
ଅଧିକ ଖବର ଦେଖନ୍ତୁ...