ମେଡିକାଲ କଲେଜରେ ତିନି ଦିନରେ ୨୮ମୃତ୍ୟୁ: ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ବିଧାୟକ ତାରା
ଜୟପୁର: ଗତ ୨୭ତାରିଖରୁ ୨୯ତାରିଖ ମଧ୍ୟରେ ୨୮ଜଣଙ୍କର କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ମୃତ୍ୟୁ ହୋଇଛି। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ଅନୁପ ପାତ୍ର ଜାତୀୟ ମାନବିକ…
ଅଧିକ ଖବର ଦେଖନ୍ତୁ...
ଅଧିକ ଖବର ଦେଖନ୍ତୁ...