Daily Archives

March 27, 2024

୧୪ ବର୍ଷରୁ କମ୍ ବୟସ୍କ ପିଲାଙ୍କୁ ଫେସବୁକ୍, ଇନଷ୍ଟାଗ୍ରାମ୍, ଟିକଟକ୍ ମନା: ଆକାଉଣ୍ଟ ହେବ ଡିଲିଟ୍,କେଉଁଠି କେବେଠାରୁ…

ଫ୍ଲୋରିଡ଼ା: ଆମେରିକାର ଫ୍ଲୋରିଡା ରାଜ୍ୟରେ ୧୪ ବର୍ଷରୁ କମ୍ ପିଲାମାନେ ଏଣିକି ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ । ରାଜ୍ୟପାଳ ରନ୍ ଡିସାଣ୍ଟିସ୍ ଏହି ଆଇନକୁ ଅନୁମୋଦନ କରିଛନ୍ତି। ଏହା ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ କାର୍ଯ୍ୟକାରୀ ହେବ । ଏହି ସୂଚନା ‘ସ୍କାଏ ନ୍ୟୁଜ୍’ର…
ଅଧିକ ଖବର ଦେଖନ୍ତୁ...

ଆଇପିଏଲର ଅଷ୍ଟମ ମ୍ୟାଚ୍: ପଡ଼ିଆକୁ ଓହ୍ଲାଇ ରୋହିତ ରଚିଲେ ଇତିହାସ, ଖେଳିଲେ ୨୦୦ତମ ଆଇପିଏଲ ମ୍ୟାଚ୍

ହାଇଦ୍ରାବାଦ: ଆଇପିଏଲ୍ ୨୦୨୪ର ଅଷ୍ଟମ ମ୍ୟାଚ୍ ରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ୍ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦ୍ ର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସ ର ରୋହିତ ଶର୍ମା…
ଅଧିକ ଖବର ଦେଖନ୍ତୁ...

ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ : ପ୍ରଥମେ ବୋଲିଂ

ହାଇଦ୍ରାବାଦ୍: ଆଇପିଏଲ୍ ୨୦୨୪ର ଅଷ୍ଟମ ମ୍ୟାଚ୍ ରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ୍ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦ୍ ର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ…
ଅଧିକ ଖବର ଦେଖନ୍ତୁ...

ବିଜେଡିର ଦ୍ବିତୀୟ ଲୋକସଭା ପ୍ରାର୍ଥୀ ତାଲିକା ଜାରି: ୬ଟି ଆସନରେ ଏମାନେ ଲଢ଼ିବେ ନିର୍ବାଚନ

ଭୁବନେଶ୍ବର: ବିଜୁ ଜନତା ‌ଦଳ (ବିଜେଡି) ବୁଧବାର ଦିନ ସନ୍ଧ୍ୟା ସୁଦ୍ଧା ୧୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଅପରାହ୍‌ଣରେ ବିଜେଡି ୯ ଜଣଙ୍କର ନାମ ଜାରି କରିଥିଲା। ଦ୍ବିତୀୟ ପର୍ଯ୍ୟାୟରେ ସନ୍ଧ୍ୟାରେ ୬ ଜଣ ପ୍ରାର୍ଥୀଙ୍କ ନାମ ଜାରି କରିଛି।…
ଅଧିକ ଖବର ଦେଖନ୍ତୁ...

କେଜ୍ରିଓ୍ବାଲ ନିରାଶ, ହାଇକୋର୍ଟରୁ ମିଳିଲାନି ଆଶ୍ବସ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟ କୌଣସି ଆଶ୍ୱସ୍ତି ଦେଇନାହାନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ରେ ହେବ। ଅରବିନ୍ଦ କେଜ୍ରିୱାଲ ବୁଧବାର ଦିଲ୍ଲୀ ହାଇକୋର୍ଟଙ୍କୁ ଇଡି ହେପାଜତରୁ ତୁରନ୍ତ ମୁକ୍ତ କରିବାକୁ…
ଅଧିକ ଖବର ଦେଖନ୍ତୁ...

ଅଳଙ୍କାର କିଣିବାର ସୁବର୍ଣ୍ଣ ସୁଯୋଗ: ହ୍ରାସ ପାଇଲା ସୁନା ଓ ରୁପା ଦର

ନୂଆଦିଲ୍ଲୀ: ସୁନା ଓ ରୁପା ମୂଲ୍ୟ କେତେବେଳେ ବଢ଼ି ଯାଉଛି ତ ପୁଣି କେତେବେଳେ ହ୍ରାସ ପାଉଛି। ଏପରି କ୍ଷେତ୍ରରେ ଯେଉଁମାନେ ସୁନା ଓ ରୁପା କିଣିବାକୁ ଯୋଜନା ରଖିଛନ୍ତି ଆଉ ଅପେକ୍ଷା କରି ରହିଛନ୍ତି କେ‌ବେ ଦର ହ୍ରାସ ପାଇବ ସେମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି। ମାର୍ଚ୍ଚ ୨୭ ତାରିଖରେ…
ଅଧିକ ଖବର ଦେଖନ୍ତୁ...

ସ୍ତ୍ରୀଙ୍କୁ ସେକେଣ୍ଡ ହ୍ୟାଣ୍ଡ୍ କହିବା ପଡ଼ିଲା ମହଙ୍ଗା: ସ୍ବାମୀ ଦେବେ ୩ କୋଟି ଜରିମାନା, କୋର୍ଟଙ୍କ…

ମୁମ୍ବାଇ: ଆମେରିକାରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ତାଙ୍କୁ ସ୍ତ୍ରୀଙ୍କୁ ୩ କୋଟି ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ହନିମୁନ୍ ସମୟରେ ସ୍ବାମୀ ସ୍ତ୍ରୀଙ୍କୁ ସେକେଣ୍ଡ ହ୍ୟାଣ୍ଡ୍ ବୋଲି କହିଥିଲେ। ଏହା ସହିତ ସ୍ବାମୀ ଜଣକ ସ୍ତ୍ରୀଙ୍କୁ…
ଅଧିକ ଖବର ଦେଖନ୍ତୁ...

ରାମମନ୍ଦିର ପରିସରରେ ଡିୟୁଟିରେ ଥିବା କମାଣ୍ଡୋଙ୍କ ଛାତିରେ ଫୁଟିଲା ଗୁଳି

ନୂଆଦିଲ୍ଲୀ: ରଙ୍ଗର ପର୍ବ ହୋଲି ଶେଷ ହୋଇଯାଇଛି। ଏହାପରେ ବି ସାରାଅଯୋଧ୍ୟା ଉତ୍ସବମୁଖର ରହିଛି। ଏହି ଅବସରରେ ପ୍ରଭୁ ରାମଲଲ୍ଲାଙ୍କ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ବି ଖୁବ ଜମୁଛି। ଏଭଳି ସମୟରେ ରାମମନ୍ଦିର ପରିସରରେ ଗୁଳି ଫୁଟିବା ହେତୁ ଭକ୍ତଙ୍କ ମଧ୍ୟରେ କୋକୁଆ ଭୟ ଖେଳି ଯାଇଥିଲା। ଏହି…
ଅଧିକ ଖବର ଦେଖନ୍ତୁ...

ମହିଳା ବିରୋଧୀ ମନ୍ତବ୍ୟ ଦେଇ ଫସିଲେ କଂଗ୍ରେସର ସୁପ୍ରିୟା ଶ୍ରୀନେତ, ବିଜେପିର ଦିଲ୍ଲୀପ ଘୋଷ

ନୂଆଦିଲ୍ଲୀ: ମହିଳା ବିରୋଧୀ ମନ୍ତବ୍ୟ ଦେଇ ଫସିଯାଇଛନ୍ତି କଂଗ୍ରେସର ସୁପ୍ରିୟା ଶ୍ରୀନେତ ଓ ବିଜେପିର ଦିଲ୍ଲୀପ ଘୋଷ। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ନିର୍ବାଚନ କମିସନ । ନିକଟରେ ସୁପ୍ରିୟା ଶ୍ରୀନେତଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ କଙ୍ଗନା ରାଣାୱତଙ୍କୁ ନେଇ ଆପତ୍ତିଜନକ…
ଅଧିକ ଖବର ଦେଖନ୍ତୁ...

କାହାକୁ ଭରସା କରିବେ ଭୁବନେଶ୍ବର ଭୋଟର, ଅପରାଜିତା ଷଡ଼ଙ୍ଗୀ ନା ମନ୍ମଥ ରାଉତରାୟ?

ଭୁବନେଶ୍ୱର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଏପର୍ଯ୍ୟନ୍ତ ୧୮ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ (ବିଜେଡି) ୯ଟି ସ୍ଥାନରେ ନିଜର ପ୍ରାର୍ଥୀ ଦେଇଛି। ରାଜନୈତିକ ଦୃଷ୍ଟିକୋଣରୁ ଚର୍ଚ୍ଚିତ ଆସନ ଭୁବନେଶ୍ବର…
ଅଧିକ ଖବର ଦେଖନ୍ତୁ...