କେନ୍ଦ୍ରାପଡ଼ା:ଗତକାଲି ସନ୍ଧ୍ୟାରେ ନଦୀ କୂଳକୁ ଯାଇଥିବା ଜଣେ ମହିଳା କୁମ୍ଭୀର ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତ ମହିଳା ଜଣକ ହେଉଛନ୍ତି ରାଜନଗର ବ୍ଲକ୍ ଅନ୍ତର୍ଗତ ବଳଭଦ୍ରପୁର ଗାଁର ସାଗର ରାଉତଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ରାଉତ। ତାଙ୍କୁ ଗୁରୁତର ଅବସ୍ଥାରେ ରାଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କୁମ୍ଭୀର ଆକ୍ରମଣରେ ମହିଳା ଗୁରୁତର
/sambad/media/post_attachments/wp-content/uploads/2017/09/kendrapara-crocodile-attack.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)