କଟକ ସହରରୁ ଆଜି ୧୫୯ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୮୫ ଜଣ ଆକ୍ରାନ୍ତ

କଟକ ସହରରୁ ଆଜି ୧୫୯ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୮୫ ଜଣ ଆକ୍ରାନ୍ତ

କଟକ: ଆଜି କଟକ ସହରରୁ ମୋଟ ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୭୪ ଜଣ ଓ ସ୍ଥାନୀୟ ଅଂଚଳରୁ ୮୫ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

publive-image

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୨୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୧୫୯ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୩ ହଜାର ୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧ ହଜାର ୭୪୫ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୧ ହଜାର ୩୭୯ ଜଣ ଚିକିତ୍ସାଧୀନ ଥିବା ବେଳେ ୫୬ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe