ବାରିପଦା: ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୫୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ମୟୂରଭଞ୍ଜରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏଥିସହିତ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪,୨୨୮ରେ ପହଞ୍ଚିଛି । ସେହିପରି ଗତକାଲି ସୁଦ୍ଧା ଜିଲ୍ଲାରୁ ୧୪,୧୦୧ଜଣ ସୁସ୍ଥ ହୋଇସାରିଛନ୍ତି। ଜିଲ୍ଲାରୁ ୯୨ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/987678-corona-positive.jpg)