ମୟୂରଭଞ୍ଜ: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଏବିଇଓ ଧରାପଡ଼ିଲେ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ଜାମଧା ବ୍ଲକ୍‌ର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଜଇମୁନୀ ବେହେରା ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ନେହା ସ୍ୱୟଂ ସହାୟକ ଗୋଷ୍ଠୀର ଅଧ୍ୟକ୍ଷଙ୍କ ସ୍ୱାମୀ ମହମ୍ମଦ ଆକବରଙ୍କ ଠାରୁ ଶ୍ରୀ ବେହେରା ଏହି ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲେ।

ସମ୍ବନ୍ଧିତ ଖବର