ନବରଙ୍ଗପୁର-କଳାହାଣ୍ଡି ବର୍ଡର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ମୃତ

ନବରଙ୍ଗପୁର: ନବରଙ୍ଗପୁର-କଳାହାଣ୍ଡି ବର୍ଡର ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳି ପାରି ନଥିଲା।

ସମ୍ବନ୍ଧିତ ଖବର