ନବରଙ୍ଗପୁର: ନବରଙ୍ଗପୁର-କଳାହାଣ୍ଡି ବର୍ଡର ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳି ପାରି ନଥିଲା।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    /sambad/media/agency_attachments/2024-07-24t043029592z-sambad-original.webp) 
   Follow Us
 Follow Us/sambad/media/post_attachments/wp-content/uploads/2018/12/900-2.jpg)