ପୁରୀ-କୋଣାର୍କ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା: ଯୁବକଙ୍କ ମୁଣ୍ଡବିହୀନ ଶବ ଉଦ୍ଧାର, ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ପୁରୀ: ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ ରୋଡରେ ମଙ୍ଗଳବାର ରାତି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକରେ ଯାଉଥିବା ଯୁବକ-ଯୁବତୀଙ୍କୁ ଏକ ସ୍କର୍ପିଓ ଧକ୍କା ଦେଇଛି ବୋଲି କୁହାଯାଉଛି। ଦୁର୍ଘଟଣା ଘଟାଇ ସ୍କର୍ପିଓ ଫେରାର ହୋଇଯାଇଛି। ଏହି ଘଟଣାରେ ପରେ ଏକ ମୁଣ୍ଡ ବିହୀନ ଶବ ଉଦ୍ଧାର କରାଯାଇଛି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଶବ ଜବତ କରି ଘଟଣାର ତଦନ୍ତ କରୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.