ପୁରୀ-କୋଣାର୍କ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା: ଯୁବକଙ୍କ ମୁଣ୍ଡବିହୀନ ଶବ ଉଦ୍ଧାର, ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ସ୍କୁଟିକୁ ଧକ୍କା ଦେଲା ଟ୍ରାକ୍ଟର: ମହିଳା ମୃତ, ଅଜା-ନାତି ଆହତ

zeenews

ପୁରୀ: ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ ରୋଡରେ ମଙ୍ଗଳବାର ରାତି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକରେ ଯାଉଥିବା ଯୁବକ-ଯୁବତୀଙ୍କୁ ଏକ ସ୍କର୍ପିଓ ଧକ୍କା ଦେଇଛି ବୋଲି କୁହାଯାଉଛି। ଦୁର୍ଘଟଣା ଘଟାଇ ସ୍କର୍ପିଓ ଫେରାର ହୋଇଯାଇଛି। ଏହି ଘଟଣାରେ ପରେ ଏକ ମୁଣ୍ଡ ବିହୀନ ଶବ ଉଦ୍ଧାର କରାଯାଇଛି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଶବ ଜବତ କରି ଘଟଣାର ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe