ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ସମବାୟ ଉପନିବନ୍ଧକଙ୍କ କାର୍ଯ୍ୟାଳୟର ରେକର୍ଡ ରୁମ୍ରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗତ ୨୨ ବର୍ଷର ସମସ୍ତ ରେକର୍ଡ ପତ୍ର ପୋଡ଼ି ପାଉଁଶ ହୋଇ ଯାଇଛି। ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଥିବା ବେଳେ ଏହି ଅଗ୍ନିକାଣ୍ଡ ପଛରେ ଷଡ୍ଯନ୍ତ୍ର ଥିବା ସନ୍ଦେହ କରାଯାଉଛି। ଖବର ପାଇ ଜୟପୁର ଅଗ୍ନିଶମ ସେବା କେନ୍ଦ୍ରର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି।
ଜୟପୁର:ସମବାୟ ଉପନିବନ୍ଧକଙ୍କ କାର୍ଯାଳୟର ସମସ୍ତ ରେକର୍ଡ ଜଳିଗଲା
/sambad/media/post_attachments/wp-content/uploads/2018/01/BlueStacks_ScreenShot-27.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)