ଅନୁସନ୍ଧାନ କରୁଥିବା ବର୍ଗ

ଅନୁଗୁଳ

ବେଦାନ୍ତ ବିରୋଧୀଙ୍କୁ ସମ୍ବର୍ଦ୍ଧନା: ‘ବେଦାନ୍ତ ନେଇଥିବା ଜମି ତୁରନ୍ତ ଫେରାଅ’

ଅନୁଗୁଳ: ବେଦାନ୍ତ ପାଇଁ ରାଜ୍ୟ ସରକାର ଶାଗମାଛ ଦରରେ ଜଗନ୍ନାଥଙ୍କ ଅମୃତ‌ମଣୋହି ଓ ଚାଷୀଙ୍କ ଜମି ବେଆଇନ୍‌ ଭାବେ ଟେକି ଦେଇଥିଲେ। ସୁପ୍ରିମ‌କୋର୍ଟରେ ପ୍ରମାଣିତ ହେବା ପରେ ବିଜେଡି ଓ ବିଜେପିର ଅସଲ ମୁଖା ଖୋଲି ଯାଇଛି। ବେଦାନ୍ତ ବିଶ୍ବ ବିଦ୍ୟାଳୟ ବିରୋଧୀ ସଂଘର୍ଷ ସମିତିର ଆବାହକ ତଥ‌ା…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପରେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନଥିବା ବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ…
ଅଧିକ ଖବର ଦେଖନ୍ତୁ...

ବଢ଼ୁଛି ହାତୀ-ମଣିଷ ଲଢ଼େଇ: ହାତ ଟେକିଦେଲେଣି

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳରେ କିଛି ମାସ ହେଲା ହାତୀ-ମଣିଷ ଲଢ଼େଇ ଉଗ୍ର ହୋଇଛି। ଏଥିନେଇ ବାରମ୍ବାର ବୈଠକ ହେଉଛି, ସ୍ଥିତି ସମୀକ୍ଷା କରାଯାଉଛି। ହାତୀ ସମସ୍ୟାର ସମାଧାନ ପାଇଁ ସରକାର ବି ପାଣ୍ଠି ଯୋଗାଇ ଦେଇଛନ୍ତି। କିନ୍ତୁ ଫଳ କିଛି ହେଉନି। ଓଲଟା ବନ୍ତଳା ଅଞ୍ଚଳରେ ହାତୀ…
ଅଧିକ ଖବର ଦେଖନ୍ତୁ...

ଶିଳାନ୍ୟାସକୁ ୫ ବର୍ଷ ପୂରିଲା: ସରୁନି ତାଳଚେର ସାର କାରଖାନା କାମ

ଅନୁଗୁଳ: ଶିଳାନ୍ୟାସ ୫ ବର୍ଷ ପୂରିଗଲାଣି, ତଥାପି ତାଳଚେର ସାର କାରଖାନା କାମ ସରୁ ନାହିଁ। କାମ ସରିବାକୁ ଆହୁରି ବର୍ଷେ ଲାଗିବ ବୋଲି ଅନୁମାନ କରାଯାଉଛି। ସେପଟେ ଦୁଇଦୁଇଥର ସରକାର କଣ୍ଟ ବଢ଼ାଇ ସାରିଲେଣି। ଫଳରେ ୟୁରିଆ ଉତ୍ପାଦନ ପାଇଁ ଯେଉଁ ୩ ବର୍ଷର କଣ୍ଟ ରଖାଯାଇଥିଲା, ସେଥିରେ ଢେର…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷିବ; ୧୨ ଜିଲ୍ଲାକୁ ଅରେଞ୍ଜ; ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳକୁ ଲାଗି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଏବଂ ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିମଧ୍ୟରୁ ୧୨ଟି…
ଅଧିକ ଖବର ଦେଖନ୍ତୁ...

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ପ୍ରତିବାଦରେ ରାସ୍ତାରୋକ

ବନ୍ତଳା: ଅନୁଗୁଳ ବ୍ଲକ ବସଲା ଗ୍ରାମର ଜଣେ ବ୍ୟକ୍ତି ଆଜି ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଲୋକେ ରାସ୍ତା ଅବରୋଧ କରିଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ବନ୍ତଳା ବନାଞ୍ଚଳ…
ଅଧିକ ଖବର ଦେଖନ୍ତୁ...

ବଙ୍ଗୋପସାଗର ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ଅତିପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସଂପ୍ରତି ଲଘୁଚାପଟି ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ…
ଅଧିକ ଖବର ଦେଖନ୍ତୁ...

ପୁଣି ଦାନାବାନ୍ଧୁଛି ଲଘୁଚାପ: ୨୪ ଘଣ୍ଟା ୧୦ ଜିଲ୍ଲାରେ ପ୍ରବଳ ବର୍ଷା; ୧୨ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ୮ ଜିଲ୍ଲାରେ ପ୍ରବଳ ବର୍ଷା; ୧୦ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ଏହାର ଆଉ କୌଣସି ପ୍ରଭାବ ଏବେ ରାଜ୍ୟ ଉପରେ ନାହିଁ। ତେବେ, ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ପୁର୍ନବାର ସକ୍ରିୟ ହୋଇପଡ଼ିଛି। ଫଳରେ ଆସନ୍ତା ୨୪…
ଅଧିକ ଖବର ଦେଖନ୍ତୁ...

ଛେଳିଆପଡ଼ାରେ ଯୁବକଙ୍କୁ ହତ୍ୟା! ଅନୁଗୁଳ- ମହିଧରପୁର ରାସ୍ତା ଅବରୋଧ

ବନ୍ତଳା: ଅନୁଗୁଳ ବ୍ଲକ ସଦର ଥାନା ଅନ୍ତର୍ଗତ କାଙ୍ଗୁଲା ଗ୍ରାମର ଜଣେ ଯୁବକଙ୍କୁ ଛେଳିଆପଡ଼ା ଛକ ନିକଟରେ ହତ୍ୟା କରି ପକାଇଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତଦେହ ସେଠାରେ ପଡ଼ି ରହିଥିବା ବେଳେ ଉତ୍ତ୍ୟକ୍ତ ଲୋକେ ଅନୁଗୁଳ - ମହିଧରପୁର ରାସ୍ତା ଅବରୋଧ କରିଛନ୍ତି। ମିଳିଥିବା…
ଅଧିକ ଖବର ଦେଖନ୍ତୁ...