ଅନୁସନ୍ଧାନ କରୁଥିବା ବର୍ଗ

ଅନୁଗୁଳ

ବିସ୍ଥାପନ ପ୍ରକ୍ରିୟା ଉପରେ ସରକାରଙ୍କ ରୋକ୍: ସାତକୋ‌ଶିଆରୁ ହଟିବନି ଗାଁ

ଅନୁଗୁଳ: ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ଏହାର କୋର୍‌ ଅଞ୍ଚଳରୁ ଜନବସତି ହଟାଇବା ପାଇଁ ବନ ବିଭାଗ ଓ ପ୍ରଶାସନ ଜୋର୍‌ କରି ଯେଉଁ ପ୍ରକ୍ରିୟା ଆରମ୍ଭ କରିଥିଲା, ସେଥି‌ରେ ରୋକ୍‌ ଲାଗିଛି। ଏବେ ଅଭୟାରଣ୍ୟରୁ କୌଣସି ଗାଁ ହଟିବନି। ଏହା ସ‌ାତକୋଶିଆବାସୀଙ୍କୁ ଆଶ୍ବସ୍ତ କରିଥିଲା…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ଓ ୧୫ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ପୂର୍ବ ଭାଗ ଆଜି (ଶୁକ୍ରବାର) ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ପାଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି।…
ଅଧିକ ଖବର ଦେଖନ୍ତୁ...

ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ନୂତନ ପଦବିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

ଭୁବନେଶ୍ବର: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ଅତିପ୍ରବଳ ବର୍ଷା; ୯ ଜିଲ୍ଲାରେ ପ୍ରବଳ ବର୍ଷା ଓ ୧୦ ଜିଲ୍ଲାରେ କାଳବୈଶାଖୀ ଜନିତ…

ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ଗୁରୁବାର) ପଞ୍ଜାବର ଫିରୋଜ଼ପୁରରୁ ବାହାରି କର୍ଣ୍ଣଲ, ମିରଟ, ଆଜମଗଡ, ପାଟନା, ମୁଙ୍ଗେର, ଦେଓଘର, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଡାଇମଣ୍ଡ-ହାରବରରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ…
ଅଧିକ ଖବର ଦେଖନ୍ତୁ...

ହାତୀ ଆକ୍ରମଣରେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର ପାଇଁ ଖର୍ଚ୍ଚ ଦେଲାନି ବନ ବିଭାଗ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ବନ୍ତଳା: ଅନୁଗୁଳ ବନାଞ୍ଚଳ ଅନ୍ତର୍ଗତ ସାହାରାଗୁଡ଼ା ଗ୍ରାମରେ ଆଜି ସକାଳୁ ହାତୀ ଆକ୍ରମଣରେ ଗୁରୁତର ଅକ୍ଷୟ ନାଏକଙ୍କୁ କଟକ ସ୍ଥାନାନ୍ତରିତ ପାଇଁ ବନ ବିଭାଗ ଚିକିତ୍ସା ଖର୍ଚ୍ଚ ନଦେବାରୁ ସ୍ଥାନୀୟ ଜନତା ଉତ୍ତେଜିତ ଦେଖାଯାଇଛନ୍ତି। ସେମାନେ ପୁରୁଣା କଟକ-ସମ୍ବଲପୁର ରାସ୍ତାର ବନ୍ତଳା ଛକରେ ବନ…
ଅଧିକ ଖବର ଦେଖନ୍ତୁ...

ପୁଣି ଦନ୍ତାର ତାଣ୍ଡବ: ଦୁଇ ଜୀବନ ଗଲା, ଜଣେ ଗୁରୁତର

ବନ୍ତଳା: ଅନୁଗୁଳ ବ୍ଲକ ପାତେଳି ଗ୍ରାମରେ ଆଜି ଏକ ଅଘଟଣ ଘଟିଛି। ଦନ୍ତାହାତୀ ଆକ୍ରମଣରେ ଆଜି ସକାଳୁ ଦୁଇ ଦୁଇଟି ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ବୁଧବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ରହିବା ସହ ପଞ୍ଜାବର ଫିରୋଜ଼ପୁରରୁ ବାହାରି ଆମ୍ବାଲା, ବରେଲୀ, ପାଟନା, ମଧ୍ୟ ଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ମିଜୋରାମ ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଜି ସକାଳୁ…
ଅଧିକ ଖବର ଦେଖନ୍ତୁ...

ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଅଭିଯୋଗ ମାମଲା: ପୁଲିସ ମୁଖ୍ୟାଳୟକୁ ବଦଳି‌ ହେଲେ ଡିଆଇଜି ବ୍ରିଜେଶ କୁମାର ରାୟ

କଟକ/ଅନୁଗୁଳ: ମହିଳା ହୋମଗାର୍ଡ ସୈରିଦ୍ରୀ ସାହୁଙ୍କୁ ନିର୍ଯାତନା ମାମଲାରେ ରାଜ୍ୟ ସରକାର ବରିଷ୍ଠ ଆଇପିଏସ ଅଧିକାରୀ ବ୍ରିଜେଶ କୁମାର ରାୟଙ୍କୁ ବଦଳି କରିଛନ୍ତି। ଶ୍ରୀ ରାୟଙ୍କୁ ଅନୁଗୁଳରୁ କଟକସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି ହୋଇଛି। ଏହି ଘଟଣା ନେଇ ଓଡ଼ିଶା ମାନବାଧିକାର କମିସନ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା; ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ମଙ୍ଗଳବାର) ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହିବା ସହ ପଞ୍ଜାବର ଅମୃତସରରୁ ବାହାରି, କର୍ଣ୍ଣଲ, ମିରଟ, ଲକ୍ଷ୍ନୌ, ଗୟା ଏବଂ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ନାଗାଲାଣ୍ଡ ଯାଏ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ…
ଅଧିକ ଖବର ଦେଖନ୍ତୁ...

ବନ୍ୟା ଓ ବାତ୍ୟାଠୁ ବି ଭୟଙ୍କର ସାପ କାମୁଡ଼ା: ୫ ବର୍ଷରେ ଯାଇଛି ୧୬୭ ଜୀବନ

ଅନୁଗୁଳ: ବନ୍ୟା, ବାତ୍ୟା, ବଜ୍ରପାତ, ଅଂଶୁଘାତ ବିପଦଠୁ ବି ସର୍ପ ଦଂଶନ ବଳିଯାଇଛି। ଅନୁଗୁଳ ଜିଲ୍ଲାରେ ଏହି ସବୁ ପ୍ରାକୃତିକ ବିପର୍ଯ୍ୟୟ ତୁଳନାରେ ସାପ ଢେର୍‌ ଅଧିକ ଲୋକଙ୍କ ଜୀବନ ନେଇଛି। ଗଲା ୫ବର୍ଷର ସର୍ପାଘାତରେ ଜିଲ୍ଲାରେ ୧୬୭ଲୋକଙ୍କ ଜୀବନ ଯାଇଛି। ସରକାରୀ ରିପୋର୍ଟ ଯଦିଓ ଏତିକି…
ଅଧିକ ଖବର ଦେଖନ୍ତୁ...