ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ନିଲମ୍ବିତ

Advertisment
ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ନିଲମ୍ବିତ

Kalinga TV

ଅନୁଗୁଳ: ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ବିନୋଦ କୁମାର ବେହେରା ନିଲମ୍ବିତ ହୋଇଛନ୍ତି। ତାଙ୍କ ନାମରେ ଚାକିରି ଦେବା ନାଁରେ ୫ ହଜାର ଟଙ୍କାର ଦଲାଲି ‌ଅଭିଯୋଗ ହୋଇଥିଲା। ସେ ଡିଲ କରୁଥିବାର ଏକ ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ‘ସମ୍ବାଦ’ରେ ଏନେଇ ଖବର ପ୍ରକାଶ ପାଇବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe