ଝାରସୁଗୁଡ଼ାରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଝାରସୁଗୁଡ଼ାରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଝାରସୁଗୁଡ଼ା: ଆଜି ଅପରାହ୍ନ ୩:୦୫ ମିନିଟ ସମୟରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆସି ଓହ୍ଲାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ବିମାନବନ୍ଦରରେ ବିଜେପି ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ଝାରସୁଗୁଡ଼ା ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସମେତ ଶତାଧିକ ବିଜେପି କର୍ମୀ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ସେ ଝାରସୁଗୁଡ଼ା ଜଙ୍କସନ୍ ରେଳ ଷ୍ଟେସନରେ ପହଞ୍ଚି ଯାତ୍ରୀ ସୁବିଧା ବୁଲି ଦେଖିବା ପରେ ଝାରସୁଗୁଡାର ପୋଷ୍ଟ ଅଫିସ ପରିଦର୍ଶନ କରି ସଡ଼କ ପଥରେ ସମ୍ବଲପୁର ଅଭିମୁଖେ ବାହାରିବେ ବୋଲି ସୂଚନା ମିଳିଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe