ବାଲେଶ୍ୱର: ଏଟିଏମ ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

Advertisment
ବାଲେଶ୍ୱର: ଏଟିଏମ ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ଥାନା ଅନ୍ତର୍ଗତ ଝମ୍ପରା ହାଟଠାରେ ଥିବା ଇଣ୍ଡିକାଶ ବ୍ୟାଙ୍କର ଏକ ଏଟିଏମକୁ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଭାଙ୍ଗି ଲୁଟି ନେଇଛନ୍ତି। ଆଜି ସକାଳୁ ସ୍ଥାନୀୟ ଲୋକେଏଟିଏମ ଲୁଟ୍‌ ହୋଇଥିବା ଦେଖିବା ପରେ ପୁଲିସକୁ ଖବର ଦେଇଥିଲେ। ଖବର ପାଇଥିଳେ ମଧ୍ୟ ଦିନ ସାଢ଼େ ୧୧ଟା ସୁଦ୍ଧା ପୁଲିସ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe