ସାତମାଇଲ ଛକରେ ସଡ଼କ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ସାତମାଇଲ ଛକରେ ସଡ଼କ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର: ଜାତୀୟ ରାଜପଥ ୫୭ର ମାଇଲ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବାର ଖବର ମିଳିଛି। ସୂଚନା ଅନୁସାରେ ବାଇକକୁ ଏକ ଟ୍ରକ୍ ଧକ୍କା ଦେବା ଫଳରେ ଏହି ଅଘଟଣ ଘଟିଛି। ମୃତକ କୁଲେରବାହାଲି ଗ୍ରାମର ଅର୍ଜୁନ ବାଗ ବୋଲି ଜଣାପଡିଛି।

ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଇଁତଲା ପୁଲିସ ପହଞ୍ଚି ଆହତଙ୍କୁ ଡାକ୍ତରଖାନାକୁ ପଠାଇବା ସହ ପରିସ୍ଥିତିକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe