ଦ୍ୱିତୀୟ ପର୍ଯ୍ୟାୟରେ ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ ଗ୍ରହଣ ଚାଲିଛି । ଏହି ଲୋକସଭା ଆସନ ପାଇଁ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହେଉଛି । ଆସନ୍ତୁ ଦେଖିବା ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏଥି ଅନ୍ତର୍ଗତ ୭ଟି ବିଧାନସଭା କ୍ଷେତ୍ରରୁ କିଏ କେଉଁ ଦଳରୁ ଲଢ଼ୁଛନ୍ତି…
ବଲାଙ୍ଗୀରରେ ଭାଗ୍ୟପରୀକ୍ଷା ଆଜି : ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି ଏହି ପ୍ରମୁଖ ପ୍ରାର୍ଥୀ
/sambad/media/post_attachments/wp-content/uploads/2019/04/Balangir-Election_Thumbnail-copy.jpg)