ଟିଟିଲାଗଡ଼: ବଲାଙ୍ଗୀର ଜିଲ୍ଲା ଚୋରମରା ସ୍ଥିତ ପେପର ମିଲ୍ରେ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ପେପର ମିଲ୍ର କେମିକାଲ ଗୋଦାମରେ ଲାଗିଛି ନିଆଁ। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ତେବେ କିପରି ନିଆଁ ଲାଗିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।
ପେପର ମିଲ୍ରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
/sambad/media/post_attachments/wp-content/uploads/2023/06/fire-3.jpg)