ଅନୁସନ୍ଧାନ କରୁଥିବା ବର୍ଗ

ବଲାଙ୍ଗୀର

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ, ଡିଏ ଅନୁମୋଦନ ପାଇଁ ନେଉଥିଲେ ୧୮ ହଜାର ଲାଞ୍ଚ

ଦେଓଗାଁ/ସଇଁତଲା: ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଚୁକ୍ତିଭିତ୍ତିକ ଭାବେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଶୁକ୍ରବାର ଜଣେ ଶିକ୍ଷକଙ୍କ ଠାରୁ ଡିଏ (ମହଙ୍ଗା ଭତ୍ତା) ଅନୁମୋଦନ ପାଇଁ ୧୮ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…
ଅଧିକ ଖବର ଦେଖନ୍ତୁ...

କଣ୍ଟାବାଞ୍ଜିରେ ଚାଞ୍ଚଲ୍ୟ! ବୃଦ୍ଧାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୩ ଅଟକ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ଚାଞ୍ଚଲ୍ୟ! ବୃଦ୍ଧାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ଥାନାରେ ୩ ଅଟକ। କଣ୍ଟାବାଞ୍ଜି ଥାନା ଡ଼ୁମେରଚୁଆଁ ଅଞ୍ଚଳରେ ଜଣେ ୬୦ବର୍ଷୀୟା  ବୃଦ୍ଧାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବୃଦ୍ଧାଙ୍କ ପୁଅ କଣ୍ଟାବାଞ୍ଜି ଥାନାରେ ଏତଲା…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ଅତିପ୍ରବଳ ବର୍ଷା; ୯ ଜିଲ୍ଲାରେ ପ୍ରବଳ ବର୍ଷା ଓ ୧୦ ଜିଲ୍ଲାରେ କାଳବୈଶାଖୀ ଜନିତ…

ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ଗୁରୁବାର) ପଞ୍ଜାବର ଫିରୋଜ଼ପୁରରୁ ବାହାରି କର୍ଣ୍ଣଲ, ମିରଟ, ଆଜମଗଡ, ପାଟନା, ମୁଙ୍ଗେର, ଦେଓଘର, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଡାଇମଣ୍ଡ-ହାରବରରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ…
ଅଧିକ ଖବର ଦେଖନ୍ତୁ...

ପ୍ରେମରେ ବିଫଳ ମହିଳା ପୁଲିସ ଅଧିକାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଦେଓଗାଁ/ସଇଁତଲା: ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନାରେ କାର୍ଯ୍ୟରତ ଜଣେ ମହିଳା ପୁଲିସ ଅଧିକାରୀ ପ୍ରେମରେ ବିଫଳ ଯୋଗୁଁ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଥିବା ଆଲୋଚନା ହେଉଛି। ଗୁରୁତର ଅବସ୍ଥାରେ ମହିଳା ପୁଲିସ ଅଧିକାରୀ କାଜଲ ବାଗଙ୍କୁ ପୁଲିସ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ…
ଅଧିକ ଖବର ଦେଖନ୍ତୁ...

ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଜିଲ୍ଲାପାଳ

ଡୁଡୁକା: ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ବୁଧବାର ମଧ୍ୟାହ୍ନରେ ରୋତ ନୋଡାଲ ହାଇସ୍କୁଲକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ନବମ ଶ୍ରେଣୀର ଇଂରାଜୀ ଓ ଦଶମ ଶ୍ରେଣୀର ବିଜ୍ଞାନ ବିଷୟରେ ଛାତ୍ରଛାତ୍ରୀଙ୍କୁ ପଢ଼ାଉଥିବା ଦେଖିବାକୁ ମିଳିଥିଲା। ଏହା ପରେ ସ୍କୁଲର ବିଜ୍ଞାନ ଲ୍ୟାବ୍‌,…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ବୁଧବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ରହିବା ସହ ପଞ୍ଜାବର ଫିରୋଜ଼ପୁରରୁ ବାହାରି ଆମ୍ବାଲା, ବରେଲୀ, ପାଟନା, ମଧ୍ୟ ଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ମିଜୋରାମ ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଜି ସକାଳୁ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା; ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ମଙ୍ଗଳବାର) ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହିବା ସହ ପଞ୍ଜାବର ଅମୃତସରରୁ ବାହାରି, କର୍ଣ୍ଣଲ, ମିରଟ, ଲକ୍ଷ୍ନୌ, ଗୟା ଏବଂ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ନାଗାଲାଣ୍ଡ ଯାଏ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ…
ଅଧିକ ଖବର ଦେଖନ୍ତୁ...

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳିତ ହେଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ…
ଅଧିକ ଖବର ଦେଖନ୍ତୁ...

ବାସି ଖାଦ୍ୟ ଖାଇ ଅନ୍ବେଷା ହଷ୍ଟେଲର ୪୭ ଛାତ୍ରଛାତ୍ରୀ ଅସୁସ୍ଥ ଅଭିଯୋଗ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ରାମପାଲିଠାରେ ଥିବା ଅନ୍ବେଷା ହଷ୍ଟେଲର ଛାତ୍ରଛାତ୍ରୀ ହଷ୍ଟେଲର ବାସି ଖାଦ୍ୟ ଖାଇ ଅସୁସ୍ଥ ହୋଇ ପଡିଥିବା ଜଣାପଡିଛି | ମିଳିଥିବା ସୂଚନା ମୁତାବକ ପାଟଣାଗଡ଼ ରାମପାଲି ସ୍ଥିତ ଅନ୍ବେଷା ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ସକାଳୁ ଜଳଖିଆ ଖାଇ ଓମ…
ଅଧିକ ଖବର ଦେଖନ୍ତୁ...

ଦାନ୍ତକାଠି ଭାଙ୍ଗିବା ବେଳେ ବୃଦ୍ଧାଙ୍କୁ କଚାଡ଼ି ଦେଲା ହାତୀ

ଦେଓଗାଁ: ଜଙ୍ଗଲକୁ ଶାଳ କାଠି ଭାଙ୍ଗିବାକୁ ଯାଇଥିବା ଜଣେ ବୃଦ୍ଧାଙ୍କୁ ହାତୀ ଦଳିଦେବାରୁ ଘଟଣା ସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ି ଯାଇଥିବା ଜଣାପଡ଼ିଛି। ଏନେଇ ବନ ବିଭାଗ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବଲାଙ୍ଗୀର ବନାଞ୍ଚଳ ଅନ୍ତର୍ଗତ ଆଠଗାଁ ଫରେଷ୍ଟ ସେକ୍ସନର…
ଅଧିକ ଖବର ଦେଖନ୍ତୁ...