Advertisment

୨୬ ନମ୍ବର ଜାତୀୟ ରାଜପଥରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

Advertisment
୨୬ ନମ୍ବର ଜାତୀୟ ରାଜପଥରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ସଇଁତଲା: ୨୬ ନମ୍ବର ଜାତୀୟ ରାଜପଥ ସଇଁତଲା ନୂଆବନ୍ଧ ନିକଟରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସୋମବାର ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ।

ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତ ଯୁବକ ସଇଁତଲା ଥାନା ଅନ୍ତର୍ଗତ ଆମପାଲି ଗ୍ରାମର ସରୋଜ ଗହୀର ବୋଲି ଜଣାପଡ଼ିଛି। କୋଣସି ଅଜଣା ଗାଡ଼ି ଧକ୍କା ଦେଇ ପଳାଇଯାଇଥିବା ସାଧାରଣରେ ଚର୍ଚ୍ଚା ହେଉଥିବାବେଳେ ପରିବାର ଲୋକେ ଘଟଣାସ୍ଥଳରେ ପହଁଚିଲା ପରେ ଜଣାପଡ଼ିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe