ଜମିବାଡ଼ି ବିବାଦରୁ ଦୁଇ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ: ୫ ଗୁରୁତର

Advertisment
ଅଲ୍ଲିପୁର ରେଳ ଫାଟକ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ବେଲପୁର ଗାଁରେ ଜମିବାଡ଼ି ବିବାଦରୁ ଦୁଇ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଛି। ଏଥିରେ ଗୋଟିଏ ପରିବାରର ୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରେ ଦୁଇ ମହିଳା ଥିବା ଜଣାଯାଇଛି। ଗୁରୁତର ୫ ଜଣ ହେଲେ ସେକ ଗୁଲାଲ,ସେକ ରାଜେଶ, ସେକ ନିହାମଦ, ସାଇଦା ବିବି ଓ ରେଜିଆ ଖାତୁନ।
ଏହି ଘଟଣାରେ ପୁଲିସ୍ ୪ ଜଣଙ୍କୁ ଗିରଫ କରିଥିବା ବେଳେ ୫ ଜଣ ଫେରାର ହୋଇ ଯାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe